
ଭୁବନେଶ୍ବର୩୧/୩ : ଗୁରୁବାର ରାଜ୍ୟରେ ପୁଣି କମିଛି କରୋନା ସଂକ୍ରମଣ। ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୩୨ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି।ଏମାନଙ୍କ ମଧ୍ୟରୁ ୨୦ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ସଂକ୍ରମଣରୁ ୧୨ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରୁ ୧୦ ଜଣ ୧୮ ବର୍ଷରୁ କମ୍ ବୟସର ଶିଶୁ- କିଶୋର ଥିବା ଜଣାଯାଇଛି।ଗୁରୁବାର ଗଜପତି ଓ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୫ ଜଣ ଲେଖାଏଁ ଆକ୍ରାନ୍ତ ଥିବା […]Continue Reading