ଗଞ୍ଜାମ , ୨୨/୭ :ଗଞ୍ଜାମ ଜିଲ୍ଲାରେ ଜଣେ କରୋନା ପଜିଟିଭ ଚିହ୍ନଟ ହୋଇଥିବା ନେଇ ସୂଚନା ମିଳିଛି। ଆକ୍ରାନ୍ତ ଜଣଙ୍କ ଜଣେ ମହିଳା। ତାଙ୍କ ରିପୋର୍ଟ ପଜିଟିଭ ଆସିବା ପରେ ତାଙ୍କୁ ଏମକେସିଜି ମେଡିକାଲ କଲେଜ ଓ ହସ୍ପିଟାଲରେ ଭର୍ତ୍ତି କରାଯାଇଛି।ମହିଳା ଜଣଙ୍କୁ ଥଣ୍ଡାଜ୍ୱର ଲାଗି ରହିଥିବାରୁ ସେ ଏମକେସିଜିରେ ବେଶ କିଛି ଦିନ ହେବ ଚିକିତ୍ସିତ ହେଉଥିଲେ। ସେଠାରେ ତାଙ୍କର କରୋନା ଟେଷ୍ଟ କରା ଯାଇଥିଲା। ଏହି ସମୟରେ ତାଙ୍କ ଟେଷ୍ଟ ରିପୋର୍ଟ ପଜିଟିଭି ଆସିଥିଲା। […]Continue Reading




