Home Posts tagged CURFEW RELAXED AFTER 6TH DAYS
Odisha News
ବାଲେଶ୍ବର, ୨୨/୬: ବାଲେଶ୍ବର ସହରରେ ଆଜି ସକାଳୁ ଜନଜୀବନ ସ୍ବାଭାବିକ ହୋଇଛି। ସକାଳେ ଦୋକାନବଜାର ଖୋଲିଛି। ହାଟବଜାରରେ ପ୍ରବଳ ଜନଗହଳି ପରିଲକ୍ଷିତ ହୋଇଛି। ସକାଳ ୫ରୁ ଦିନ ୨ଟା ଯାଏ କର୍ଫ୍ୟୁ କଟକଣା ଆଂଶିକ କୋହଳ ହୋଇଥିବା ହେତୁ ଏଭଳି ଦୃଶ୍ୟ ଦେଖିବାକୁ ମିଳିଛି। ଏହାସହିତ ବ୍ରଡ୍ବ୍ୟାଣ୍ଡ ଇଣ୍ଟରନେଟ୍ ସେବା ଚାଲୁ କରିବାକୁ ନିଷ୍ପତ୍ତି ନିଆଯାଇଛି। ତେବେ ମୋବାଇଲ ଇଣ୍ଟରନେଟ୍ ଉପରେ ପୂର୍ବ ପରି କଟକଣା ଜାରି ରହିବ ବୋଲି ପ୍ରଶାସନ ସୂତ୍ରରୁ Continue Reading
Seo wordpress plugin by www.seowizard.org.