କଟକ,୧୭/୮ : ରାଜ୍ୟ ସରକାର ଆଜି ଆଇଏଏସ୍ ଅଫିସରସ୍ତରରେ ଏକ ଛୋଟଧରଣର ଅଦଳବଦଳ କରିଛନ୍ତି । କଟକରେ ଇନ୍ସପେକ୍ଟର ଜେନେରାଲ ଅଫ୍ ରେଜିଷ୍ଟ୍ରେସନ(ଆଇଜିଆର) ଭାବେ କାର୍ଯ୍ୟରତ ୨୦୧୦ ବ୍ୟାଚ୍ ଆଇଏଏସ୍ ଜ୍ୟୋତିପ୍ରକାଶ ଦାସଙ୍କ ଓଡ଼ିଶା ମାଧ୍ୟମିକ ଶିକ୍ଷା ବୋର୍ଡ ସଭାପତି ହେବେ । ସେ ଅତିରିକ୍ତ ଭାବେ ଏହି ନୂଆ ଦାୟିତ୍ୱ ତୁଲାଇବେ ।ମାଧ୍ୟମିକ ଶିକ୍ଷା ପରିଷଦ ସଭାପତି ତଥା ୨୦୧୦ ବ୍ୟାଚ୍ ଆଇଏଏସ୍ ରମାଶିଷ ହାଜରାଙ୍କୁ ପଶୁପାଳନ ଓ ପ୍ରାଣୀଧନ ନିର୍ଦ୍ଦେଶକ ଭାବେ ବଦଳି Continue Reading




