Home Posts tagged cuttack odisha (Page 9)
Odisha News
କଟକ,୧୨/୪: ଠିକା ଡାଟା ଏଣ୍ଟ୍ରି ଅପରେଟରଙ୍କ ପାଇଁ ଖୁସି ଖବର। ବିଭିନ୍ନ ତହସିଲରେ କାର‌୍ୟ୍ୟରତ ୬୦୦ ଠିକା ଡାଟା ଏଣ୍ଟ୍ରି ଅପରେଟରଙ୍କୁ ସ୍ଥାୟୀ କରିବାକୁ ଓଡିଶା ହାଇକୋର୍ଟ ଆଜି ନିର୍ଦ୍ଦେଶ ଦେଇଛନ୍ତି। ୩ ମାସ ମଧ୍ୟରେ ନିର୍ଦ୍ଦେଶ କାର‌୍ୟ୍ୟକାରୀ କରିବାକୁ ରାଜ୍ୟ ସରକାରଙ୍କୁ କୋର୍ଟ ନିର୍ଦ୍ଦେଶ ଦେଇଛନ୍ତି।୨୦୧୩ ମସିହା ନଭେମ୍ୱର ୧୭ ତାରିଖରେ ପ୍ରକାଶ ପାଇଥିବା ବିଜ୍ଞପ୍ତିଠାରୁ ସମସ୍ତ ସୁବିଧା ସୁଯୋଗ ଯୋଗାଇଦେବା ସହ ସ୍ଥାୟୀ କରିବାକୁ କୋର୍ଟ ନିର୍ଦ୍ଦେଶ Continue Reading
Odisha News
କଟକ,୮ /୪: କଟକ ଜିଲ୍ଲା ଚଣ୍ଡିଖୋଲ – ପାରାଦ୍ୱୀପ ୫୩ ନଂ ଜାତୀୟ ରାଜପଥର ଚାରିନଙ୍ଗଳଠାରେ ଆଜି ସକାଳୁ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ରାସ୍ତା ପାର୍ଶ୍ୱରେ ଛିଡ଼ା ହୋଇଥିବା ଏକ ଟ୍ରକ୍କୁ ଏକ ପିକ୍ଅପ୍ ପଛରୁ ପିଟିବାରୁ ୩ ଜଣଙ୍କ ମୃତ୍ୟୁ ହୋଇଛି ଓ ୬ ଜଣ ଗୁରୁତର ହୋଇଛନ୍ତି। ମୃତକଙ୍କ ମଧ୍ୟରେ ଜଣେ ପୁରୁଷ ଓ ୨ ମହିଳା ଥିବା ଜଣାଯାଇଛି।ସୂଚନା ଅନୁଯାୟୀ, ଆଜି ସକାଳେ ଏକ ପିକ୍ଅପ୍ ଭ୍ୟାନ୍ରେ ୭ ଜଣ […]Continue Reading
Odisha News
ବଲାଙ୍ଗୀର/ନିଶ୍ଚିନ୍ତକୋଇଲି,୮/୩: ସମଗ୍ର ଦେଶ ସହିତ ଓଡ଼ିଶାରେ ମଧ୍ୟ ବୁଧବାର ରଂଗର ପର୍ବ ‘ହୋଲି’ ଧୁମ୍ଧାମରେ ପାଳିତ ହୋଇଯାଇଛି। ତେବେ ହୋଲି ଖେଳ ପରେ ଅତ୍ୟଧିକ ଖୁସି କିଛି ଲୋକଙ୍କ ପାଇଁ ଦୁଃଖ ଆଣି ଦେଇଛି। ବଲାଙ୍ଗୀର ସହର ଏବଂ କଟକ ଜିଲ୍ଲା ନିଶ୍ଚିତକୋଇଲିରେ ଅଘଟଣ ଘଟିଛି। ହୋଲି ଖେଳ ପରେ ସାଙ୍ଗମାନଙ୍କର ସହିତ ଗାଧୋଇବା ସମୟରେ ୨ ଜଣ ଯୁବକ ପାଣିରେ ବୁଡ଼ି ଯାଇଛନ୍ତି। ବଲାଙ୍ଗୀର ସହରରେ ଜଣେ ଯୁବକ ପୋଖରୀରେ ବୁଡ଼ି ମୃତ୍ୟୁ ଘଟିଥିଲା ବେଳେ […]Continue Reading
Odisha News
କଟକ,୨୮/୨ : ନକଲି ଜିନିଷର ହବ୍ ପାଲିଟଛି କଟକ ସହର। ପୁଣି କଟକରୁ ନକଲି ମେଡିସିନ୍ ଜବତ କରିଛି ପୁଲିସ। ପୁରୀଘାଟ ଥାନା ଟାଉନ ହଲ୍ ରୋଡ୍ ସ୍ଥିତ ଶ୍ରୀ ଡିଷ୍ଟ୍ରିବ୍ୟୁଟର ପାଖରୁ ଏହି ନକଲି ମେଡିସିନ ଜବତ କରାଯାଇଛି। ଏହି ଘଟଣାରେ ଡିଷ୍ଟ୍ରିବ୍ୟୁଟର ମାଲିକ ବିଜୟ ଅଗ୍ରୱାଲଙ୍କୁ ଅଟକ ରଖି ପଚରାଉଚରା କରୁଛି ପୁଲିସ।ଶ୍ରୀ ଡିଷ୍ଟ୍ରିବ୍ୟୁଟର ନକଲି ମେଡିସିନ୍ ବିକ୍ରି କରୁଥିବା ପୁରୀଘାଟ ଥାନାରେ ଅଭିଯୋଗ ହୋଇଥିଲା। ଗତକାଲି ଡ୍ରଗ୍ସ କଣ୍ଟ୍ରୋଲ ଓ ପୁରୀଘାଟ ପୁଲିସ Continue Reading
Odisha News
କଟକ,୨୨/୨ : ନବ ଦାସ ହତ୍ୟାକାଣ୍ଡ ଅଭିଯୁକ୍ତ ଗୋପାଳ ଦାସକୁ ବାଙ୍ଗାଲୋରର ନିମହାନ୍ସ (ଦି ନ୍ୟାସନାଲ୍ ଇନଷ୍ଟିଚ୍ୟୁଟ୍ ଅଫ୍ ମେଣ୍ଟାଲ୍ ହେଲଥ ଆଣ୍ଡ ନ୍ୟୁରୋ ସାଇନ୍ସ) ନେଇ ମାନସିକ ସମସ୍ୟା ସଂପର୍କରେ ପରୀକ୍ଷା କରିବାକୁ କ୍ରାଇମବ୍ରାଞ୍ଚ କରିଥିବା ଆବେଦନ ଝାରସୁଗୁଡ଼ା ଜେଏମ୍ଏଫ୍ସି କୋର୍ଟ ଖାରଜ କରି ଦେବା ପରେ ଆଜି ପୁଣି ଥରେ ଝାରସୁଗୁଡ଼ା ଜିଲ୍ଲା ଅଦାଲତରେ ଆବେଦନ କରିଛି କ୍ରାଇମବ୍ରାଞ୍ଚ।ଏହାକୁ ନେଇ ଅନେକ ପ୍ରଶ୍ନ ମୁଣ୍ଡ ଟେକିଛି। ଗୋଟିଏ ପଟେ ଗୋପାଳକୁ Continue Reading
Odisha News
କଟକ,୨୦/୨: ମେଡିକାଲ ବିଜ୍ଞାନ ଆଗକୁ ବଢୁଥିବା ବେଳେ ସନ୍ତାନ ଆଶାରେ ବାବାଙ୍କୁ ଭରସା କରି ଠକେଇର ଶିକାର ହୋଇଛନ୍ତି ଦମ୍ପତ୍ତି। ଶିକ୍ଷିତ ଦମ୍ପତ୍ତି ବି ଡାକ୍ତରୀ ଚିକିତ୍ସା ଉପରୁ ଭରସା ତୁଟାଇ ଜଣେ ବାବାଙ୍କ ଠକାମୀର ଶିକାର ହୋଇଛନ୍ତି। ବାଦାମବାଡି ଥାନା ପୁଲିସ ଠକ ବାବା ସିଦ୍ଧେଶ୍ଵର ସାମନ୍ତରାୟଙ୍କୁ ଗିରଫ କରିବା ପରେ ଘଟଣା ଉପରୁ ପରଦା ଉଠିଛି। ସନ୍ତାନ କରେଦେବା ନାଁ ରେ କଟକର ଏକ ଦମ୍ପତ୍ତିଙ୍କ ଠାରୁ ୩ଲକ୍ଷ ୯୦ ହଜାର ଟଙ୍କାର ଠକେଇ […]Continue Reading
Odisha News
କଟକ,୧୮/୨: ଆଜି ହେଉଛି ଦେବ ଦେବ ମହାଦେବଙ୍କ ଜାଗରଯାତ୍ରା। ଏଥିପାଇଁ ବଡି ଭୋରରୁ ଶୈବପୀଠ ମାନଙ୍କରେ ଲାଗିଛି ଶ୍ରଦ୍ଧାଳୁଙ୍କ ଗହଳି। ଶୃଙ୍ଖଳିତ ଦର୍ଶନ ପାଇଁ ସବୁଠି ବ୍ୟାପକ ବ୍ୟବସ୍ଥା ହୋଇଛି।ଏଥର ବି ଲିଙ୍ଗରାଜଙ୍କ ପୀଠରେ ରାତି ୧୦ଟାରେ ମହାଦୀପ ଉଠିବାକୁ ସ୍ଥିର ହୋଇଛି। ଭକ୍ତଙ୍କ ଶୃଙ୍ଖଳିତ ଦର୍ଶନ ଓ ସୁରକ୍ଷା ପାଇଁ ୩୨ ପ୍ଲାଟୁନ୍ ଫୋର୍ସ ମୁତୟନ କରାଯାଇଛି। ପାର୍କିଂ ପାଇଁ ୧୩ଟି ସ୍ଥାନ ଚିହ୍ନଟ କରାଯାଇଛି।ସେହିପରି ପୁରୀରେ ଶ୍ରୀ ଲୋକନାଥଙ୍କ ପୀଠରେ ମଧ୍ୟ Continue Reading
Odisha News
କଟକ,୧୦/୨: ସମ୍ବଲପୁରରେ ହାଇକୋର୍ଟ ସ୍ଥାୟୀ ବେଞ୍ଚ ଦାବି ଆନ୍ଦୋଳନରେ ସାମିଲ ହୋଇ ଭଙ୍ଗାରୁଜା କରିବା ଅଭିଯୋଗରେ ଗିରଫ ସମ୍ବଲପୁର ଓକିଲ ସଂଘର ୨୯ ଆଇନଜୀବୀଙ୍କୁ ସର୍ତ୍ତମୂଳକ ଜାମିନ ମଞ୍ଜୁର କରିଛନ୍ତି ଓଡ଼ିଶା ଉଚ୍ଚ ନ୍ୟାୟାଳୟ।ସମ୍ବଲପୁରରେ ହାଇକୋର୍ଟ ସ୍ଥାୟୀ ବେଞ୍ଚ ଦାବି ଆନ୍ଦୋଳନରେ ସାମିଲ ହୋଇ ଭଙ୍ଗାରୁଜା କରିବା ଅଭିଯୋଗରେ ଗିରଫ ଆଇନଜୀବୀମାନଙ୍କ ଜାମିନ ଆବେଦନର ଶୁଣାଣି ଗତକାଲି ହାଇକୋର୍ଟରେ ଶେଷ ହୋଇଥିଲା।ଜଷ୍ଟିସ୍ ଭି. ନରସିଂହଙ୍କୁ ନେଇ Continue Reading
Odisha News
କଟକ, ୯/୨: ବନ ବିଭାଗ ହେପାଜତରେ ସାତଗୋଛିଆ ଗାଁ ଧନେଶ୍ୱର ବେହେରାଙ୍କ ମୃତ୍ୟୁ ମାମଲାରେ ବଡ଼ମ୍ବା ରେଞ୍ଜର ସୁବ୍ରତ ବେହେରାଙ୍କ ସମେତ ୬ ବନ କର୍ମଚାରୀଙ୍କୁ ଗିରଫ ପରେ କୋର୍ଟ ଚାଲାଣ କରାଯାଇଛି। ଗିରଫ ଅନ୍ୟ କର୍ମଚାରୀମାନେ ହେଲେ ଫରେଷ୍ଟର ମନୋଜ ଦାସ, ଦୀପକ ସେଠୀ, ଫରେଷ୍ଟ ଗାର୍ଡ ସୁନାୟକ ମାଝୀ, କୁନା ବେହେରା ଏବଂ ପ୍ରଭାତ ପ୍ରଧାନ। ମାମଲାରେ ୨ ବୋଲେରୋ ସହ ମାଡ଼ ମାରିବାରେ ବ୍ୟବହୃତ ୪ ଠେଙ୍ଗା ଜବତ କରାଯାଇଥିବା ନେଇ ବୁଧବାର […]Continue Reading
Odisha News
କଟକ,୩୧/୧: କଟକ ସବ ରେଜିଷ୍ଟ୍ରର ଅଫିସରେ ନିଆଁ ଲାଗିଥିବାର ଖବର ମିଳିଛି। ଏହି ଘଟଣାରେ ୨ ଜଣ ଆହତ ହୋଇଥିବାର ସୂଚନା ମିଳିଛି। ସେମାନଙ୍କୁ ଏସସିବିରେ ଭର୍ତ୍ତି କରାଯାଇଛି।ଆଜି ସକାଳ ପ୍ରାୟ ସାଢ଼େ ୯ଟା ସମୟରେ ଏହି ଅଗ୍ନିକାଣ୍ଡ ଘଟିଛି। ନିଆଁ ଲିଭାଇବାକୁ ୩ଟି ଦମକଳ ବାହିନୀ ପହଞ୍ଚିଛନ୍ତି। ତେବେ କେଉଁ କାରଣରୁ ଅଗ୍ନିକାଣ୍ଡ ଘଟିଛି, ତାହାର କାରଣ ଅସ୍ପଷ୍ଟ ରହିଛି। ତିନି ଦମକଳ ବାହିନୀ ନିଆଁ ଲିଭାଇବାରେ ନିୟୋଜିତ ରହିଛନ୍ତି। ନିଆଁ ଏବେ ଆୟତ୍ତକୁ ଆସିଥିବା Continue Reading