କଟକ,୨୦/୭ : ପଦ୍ମଶ୍ରୀ କମଳା ପୂଜାରୀଙ୍କ ପରଲୋକ ଘଟିଛି। ଶନିବାର କଟକ ଏସ୍ସିବିରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ହୋଇଛି। ମୃତ୍ୟୁ ବେଳକୁ ତାଙ୍କୁ ୭୦ ବର୍ଷ ବୟସ ହୋଇଥିଲା।ଗତ ୧୮ ତାରିଖରୁ ଏସ୍ସିବିରେ ଚିକିତ୍ସିତ ହେଉଥିଲେ। କିଡ଼ନୀ ଜନିତ ସମସ୍ୟା ସହ ଜ୍ବରରେ ପୀଡ଼ିତ ଥିଲେ ପଦ୍ମଶ୍ରୀ କମଳା ପୂଜାରୀ। ବିଭିନ୍ନ କିସମର ଧାନ ସଂରକ୍ଷଣ ପାଇଁ ତାଙ୍କୁ ୨୦୧୯ରେ ପଦ୍ମଶ୍ରୀ ପୁରସ୍କାର ମିଳିଥିଲା। ତେବେ ଆଜି ସକାଳୁ ହୃଦଘାତରେ ତାଙ୍କର ମୃତ୍ୟୁ ଘଟିଥିବା Continue Reading
ଆଠଗଡ଼, ୧୮/୭ : ଆଉ ଦିନ କେଇଟା ପରେ ଆରମ୍ଭ ହେବ ଶ୍ରାବଣ ମାସ। ଶୈବପୀଠଗୁଡ଼ିକରେ ଜଳଲାଗି କରିବେ ଶ୍ରଦ୍ଧାଳୁ। ଧବଳେଶ୍ଵରଙ୍କ ପୀଠକୁ ମଧ୍ୟ ଆସିବେ କାଉଡ଼ିଆ।ତେବେ କାଉଡ଼ିଆମାନେ ପ୍ଲାଷ୍ଟିକ କଳସ ନେଇ ମନ୍ଦିରକୁ ଆସିପାରିବେ ନାହିଁ। କାରଣ ଏଥର ଧବଳେଶ୍ୱର ପୀଠରେ ପ୍ଲାଷ୍ଟିକୁ ବ୍ୟାନ କରିଛି ପ୍ରଶାସନ ଓ ପୂଜକ ସମିତି। ଆଠଗଡ଼ ତହସିଲଦାରଙ୍କ ଅଧ୍ୟକ୍ଷତାରେ ବସିଥିବା ବୈଠକରେ ହୋଇଛି ଏହି ନିଷ୍ପତି।ସେହିପରି କାଉଡ଼ିଆମାନେ ମନ୍ଦିର ଭିତରକୁ ବାହୁଙ୍ଗି ନେଇ ଯାଇପାରିବେ Continue Reading
କଟକ,୧୬/୭: କଟକ ଛତ୍ରବଜାର ଅଞ୍ଚଳର ଜଣେ ଯୁବକ ସୋମବାର ରାତିରେ ମହାନଦୀକୁ ଡେଇଁ ନିଖୋଜ ଥିବା ଜଣାପଡିଛି। ହେଲେ ଯୁବକ ଜଣକ କେଉଁ ପରିସ୍ଥିତିରେ ମହାନଦୀକୁ ଡେଇଁଲେ ସେନେଇ ସ୍ପଷ୍ଟ ସୂଚନା ମିଳିପାରି ନାହିଁ। ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚି ଉଦ୍ଧାର କାର୍ଯ୍ୟ ଆରମ୍ଭ କରିଛନ୍ତି।Continue Reading
କଟକ,୧୩/୭: କଟକର ପୁରୀଘାଟ ଥାନା ନିକଟ ଏକ ଘରୋଇ ନର୍ସିଂହୋମ୍ରେ ଶନିବାର ଅପରାହ୍ନରେ ନିଆଁ ଲାଗିଯାଇଛି। ନର୍ସିଂହୋମ୍ର ତୃତୀୟ ମହଲାରେ ଥିବା ଆଇସିୟୁରେ ନିଆଁ ଲାଗିଛି।ଘଟଣାସ୍ଥଳରେ ଅଗ୍ନିଶମ ବିଭାଗ କର୍ମଚାରୀମାନେ ପହଞ୍ଚି ନିଆଁ ଲିଭାଇବା ପାଇଁ ଉଦ୍ୟମ ଜାରି ରଖିଛନ୍ତି। ଏଥିସହିତ ଆଇସିୟୁରେ ଥିବା ରୋଗୀମାନଙ୍କୁ ସୁରକ୍ଷିତ ଭାବେ ଉଦ୍ଧାର ପାଇଁ ପ୍ରୟାସ ମଧ୍ୟ ଜାରି ରଖିଛନ୍ତି। କେଉଁ କାରଣରୁ ନିଆଁ ଲାଗିଛି ବର୍ତ୍ତମାନ ସୁଦ୍ଧା ଜଣାପଡ଼ି ନ ଥିବା ବେଳେ ପୋଲିସ Continue Reading
କଟକ, ୪/୭: ଯାଜପୁର ଜିଲ୍ଲା ଧର୍ମଶାଳାର ବିବାଦୀୟ ବଲ୍ଲେ ବଲ୍ଲେ ଢାବା ସିଲ୍ ଘଟଣାରେ ଅଭିନେତ୍ରୀ ଏଲିନା ଦାସ ହାଇକୋର୍ଟଙ୍କ ଦ୍ବାରସ୍ଥ ହୋଇଛନ୍ତି। ବିଜେଡି ନେତ୍ରୀ ଶ୍ରୀମତୀ ଦାସ ଆଜି ହାଇକୋର୍ଟରେ ରିଟ୍ ପିଟିସନ୍ ଦାଖଲ କରିଛନ୍ତି।ଏଲିନାଙ୍କ ଓକିଲ କହିଛନ୍ତି, ବଲ୍ଲେ ବଲ୍ଲେ ଢାବା ସହ ଏଲିନା ଓ ତାଙ୍କ ପରିବାରର କୌଣସି ସମ୍ପର୍କ ନାହିଁ। ଆଇନଜୀବୀ ବ୍ୟୋମକେଶ ତ୍ରିପାଠୀ କହିଛନ୍ତି, ବଲ୍ଲେ ବଲ୍ଲେ ଢାବା ସହ ଏଲିନା କିମ୍ବା ତାଙ୍କ ପରିବାରର କୌଣସି ସଦସ୍ୟଙ୍କ Continue Reading
By Our Correspondent Cuttack, JULY 3 : Shalimar Paints Ltd., a pioneer in the Indian paints industry with a legacy of over 120 years, celebrated the success of their flagship product, HERO, and introduced innovative products that expand their extensive portfolio at a dynamic event in Kolkata. At the heart of the event was the […]Continue Reading
କଟକ, ୨୮/୬ : ହୁତୁହୁତୁ ହୋଇ ରାସ୍ତା ଉପରେ ଜଳିଗଲା ମୋ ବସ୍। କଟକ ସିଡିଏ ସେକ୍ଟର-୯ ଅଞ୍ଚଳରେ ‘ମୋ ବସ୍’ରେ ନିଆଁ ଲାଗିଯାଇଛି। ବସ୍ରେ ଥିବା ଯାତ୍ରୀମାନେ ଏକ ବଡ଼ ଅଘଟଣରୁ ବର୍ତ୍ତି ଯାଇଛନ୍ତି। ହେଲେ ନିଆଁ ଲାଗି ବସ୍ଟି ଜଳିଯାଇଛି।ଆଜି ସକାଳେ ମୋ ବସଟି ପୁରୀରୁ ଯାତ୍ରୀଙ୍କୁ ନେଇ କଟକ ଆସୁଥିଲା। କଟକ ସିଡିଏ ସେକ୍ଟର-୯ ନିକଟରେ ବସରୁ ଧୂଆଁ ବାହାରିଥିଲା। ଡ୍ରାଇଭର ଏହା ଜାଣିପାରି ଯାତ୍ରୀମାନଙ୍କୁ ତଳକୁ ଓହ୍ଲାଇ ଦେଇଥିଲା। ପରେ ବସ୍ଟି […]Continue Reading
ଭୁବନେଶ୍ୱର,୨୭/୬: କଟକ ସହରରେ ଟ୍ରାଫିକ ସମସ୍ୟାରେ ସୁଧାର ଆଣିବାକୁ ନୂଆ ଟ୍ରାଫିକ କଟକଣା ଲାଗୁ ହୋଇଛି। କଟକ ସହରର ପ୍ରମୁଖ ୧୯ଟି ରୁଟକୁ କମିଶନରେଟ ପୋଲିସ ନୋ ପାର୍କିଂ ଜୋନ ଘୋଷଣା କରିଛି ।ନୋ ପାର୍କିଂ ରୁଟରେ ବେଆଇନ ଭାବେ ପାର୍କିଂ ହୋଇଥିବା ଗାଡି ଗୁଡିକ ଉପରେ ଫାଇନ ଲଗାଇବା ସହ ଗାଡିକୁ ଉଠାଇ ପୋଲିସ ନେଉଛି। ତେବେ ସବୁ ଜାଗା କରାଯାଇନାହିଁ, ସମସ୍ୟା ଦେଖାଯାଉଥିବା ସ୍ଥାନ ଗୁଡିକରେ ନୋ ପାର୍କିଂ ଜୋନ କରାଯାଇଥିବାବେଳେ ପାର୍କିଂ ବ୍ୟବସ୍ଥା […]Continue Reading
କଟକ, ୨୦/୬: ଐତିହାସିକ ବାରବାଟୀ ଷ୍ଟାଡିୟମରେ ଦିନିକିଆ ମ୍ୟାଚ୍ ଖେଳାଯିବ ପ୍ରାୟ ୫ ବର୍ଷର ବ୍ୟବଧାନ ପରେ କଟକର ବାରବାଟୀ ଷ୍ଟାଡିୟମ ଦିନିକିଆ ମ୍ୟାଚ୍ର ଆୟୋଜନ କରିବ। ଏହି ମ୍ୟାଚରେ ଭାରତ ଓ ଇଂଲଣ୍ଡ ମୁହାଁମୁହଁ ହେବେ। ୨୦୨୫ ଫେବ୍ରୁଆରି ୯ ତାରିଖରେ ଖେଳାଯିବ ଏହି ମ୍ୟାଚ୍ ଖେଳାଯିବ ବୋଲି ଜଣାପଡ଼ିଛି।୨୦୨୫ରେ ଭାରତ ଗସ୍ତରେ ଇଂଲଣ୍ଡ ଆସିବ। ଏହି ଗସ୍ତକାଳରେ ଭାରତ ବିପକ୍ଷରେ ୩ଟି ଦିନିକିଆ ମ୍ୟାଚ୍ ଖେଳିବ। ପ୍ରଥମ ମ୍ୟାଚ୍ ନାଗପୁରରେ ଖେଳାଯିବ। ୨ୟ ମ୍ୟାଚ୍ Continue Reading
କଟକ,୧୯/୬: ବୁଧବାର ପ୍ରକାଶ ପାଇଛି ଓଏସ୍ଏସ୍ଟିଇଟି ରେଜଲ୍ଟ। (ODISHA SECONDARY SCHOOL TEACHER ELIGIBILITY TEST)। ଏହି ରେଜଲ୍ଟ ଜାଣିବା ପାଇଁ ଙ୍ଗଙ୍ଗଙ୍ଗ.ଭଗ୍ଦରକ୍ଟୟସଗ୍ଦଷବ.ବମ.ସଦ୍ଭରେ ଲଗ୍ ଇନ୍ କରିବାକୁ କୁହାଯାଇଛି। ପରୀକ୍ଷାର୍ଥୀମାନେ ଓ୍ବେବ୍ସାଇଟ୍ରୁ ଡିଜିଟାଲ ସାର୍ଟିଫିକେଟ ବି ପାଇପାରିବେ ।କିପରି କରିବେ ଡାଉନଲୋଡ୍?ପ୍ରଥମେ ଙଝଝଞଋଞର ଅଫିସିଆଲ www.bseodisha.ac.inକୁ ଲଗ୍ ଇନ୍ କରିବେ। ସେଥିରେ ନିଜର ଇ-ମେଲ୍ ଆଇଡି ଏବଂ ପାସ୍ଓ୍ବାଡ୍ Continue Reading




