Home Posts tagged Cuttack (Page 17)
Odisha News
ନିଶ୍ଚିନ୍ତକୋଇଲି, ୨/୧: କଟକ-ଚାନ୍ଦବାଲି ରାସ୍ତାର ନିଶ୍ଚିନ୍ତକୋଇଲି ବ୍ଲକ ଅନ୍ତର୍ଗତ କଟରପଡ଼ା କଳା ପୋଲ ନିକଟରେ ଘରୋଇ ବସ୍ ସହିତ ଟ୍ରକର ମୁହାଁମୁହିଁ ଧକ୍କା ହୋଇଛି। ଏହି ଦୁର୍ଘଟଣାରେ ୪୦ ଆହତ ଓ ୨୦ ଗୁରୁତର ଥିବା ଜଣାଯାଇଛି। ଏବେ ବି ଉଦ୍ଧାର କାମ ଜାରି ରହିଛି।ଘଟଣାରୁ ପ୍ରକାଶ ଯେ ସକାଳ ସାଢ଼େ ୭ଟାରେ ମନୋରମା ବସ ଚାନ୍ଦବାଲିରୁ କଟକ ଯାଉଥିବା ବେଳେ ସାମ୍ନା ପଟୁ ଆସୁଥିବା ଏକ ୧୦ ଚକିଆ ଟ୍ରକକୁ ମୁହାଁମୁହିଁ ପିଟିଥିଲା। ଏହାଫଳରେ ଦୁଇଜଣଙ୍କର […]Continue Reading
Odisha News
କଟକ, ୨୨/୧୨: ଓଡ଼ିଶା ଲୋକସେବା ଆୟୋଗ (OPSC)) ପକ୍ଷରୁ ପରିଚାଳିତ ଇଝଙ ଚୟନ ଅନିୟମିତତା ମାମଲାକୁ ନେଇ ଦାୟର ହୋଇଥିବା ଅପିଲକୁ କାଏମ ରଖିଛନ୍ତି ହାଇକୋର୍ଟ। ୧୧୦୪ ଜଣଙ୍କ ଙଚଝଉ ମେରିଟ୍ ଲିଷ୍ଟକୁ କାଏମ ରଖିଛନ୍ତି ହାଇକୋର୍ଟ।OPSC) ଚୟନ ପ୍ରକ୍ରିୟାରେ କୌଣସି ତ୍ରୁଟି ହୋଇନି ବୋଲି କହିଛନ୍ତି ହାଇକୋର୍ଟ। ଜଣକିଆ ଖଣ୍ଡପୀଠଙ୍କ ରାୟକୁ ଖାରଜ କରିଛନ୍ତି ୨ ଜଣିଆ ଖଣ୍ଡପୀଠ। ଯେଉଁଠୁ ଚୟନ ପ୍ରକ୍ରିୟା ବନ୍ଦ ସେଠାରୁ ଚାଲୁ ରଖିବାକୁ ଙଚଝଉକୁ ନିର୍ଦ୍ଦେଶ ଦେଇଛନ୍ତି।ଗତ Continue Reading
Odisha News
କଟକ/ବୈପାରିଗୁଡ଼ା,୨୮/୧୧: ଭିଜିଲାନ୍ସ ଜାଲରେ କୋରାପୁଟ ଜିଲ୍ଲା ବୈପାରିଗୁଡ଼ା ଥାନା ଅଧିକାରୀ ସୁଶାନ୍ତ କୁମାର ଶତପଥୀ। ତାଙ୍କ ନିକଟରୁ ଏଯାଏ ଭିଜିଲାନ୍ସ ନଗଦ ୩୭ ଲକ୍ଷ ୨୭ ହଜାର ଟଙ୍କା ଜବତ କରିଛି।ଗତକାଲି ଏକ ଘରୋଇ ବସରେ କଟକ ଆସୁଥିବାବେଳେ ଜୟପୁରରୁ ୫ କିଲୋମିଟର ଦୂର ଟାଙ୍କୁଆ ନିକଟରେ ସୁଶାନ୍ତଙ୍କୁ ଧରିଥିଲା ଭିଜିଲାନ୍ସ ଟିମ୍। ତାଙ୍କ ନିକଟରୁ ୨ ଲକ୍ଷ ୭୦ ହଜାର ଟଙ୍କା ଓ ବୈପାରୀଗୁଡ଼ା ଥାନାରେ ଥିବା ସୁଶାନ୍ତଙ୍କ ଅଫିସ ଚାମ୍ବରରୁ ଲକ୍ଷେ ୮୦ ହଜାର Continue Reading
Odisha News
କଟକ,୧୬/୧୧ : କଟକ ଆଚାର୍ଯ୍ୟ ହରିହର କର୍କଟ କେନ୍ଦ୍ର ନିର୍ଦ୍ଦେଶକ ପଦବୀ ପୂରଣ ସମ୍ପର୍କିତ ଅଦାଲତ ଅବମାନନା ମାମଲାରେ ସ୍ୱାସ୍ଥ୍ୟ ବିଭାଗ ସ୍ୱତନ୍ତ୍ର ସଚିବ ସରୋଜ ମିଶ୍ର ଆଜି ବ୍ୟକ୍ତିଗତ ଭାବେ ହାଇକୋର୍ଟରେ ହାଜର ହୋଇ ନିଃସର୍ତ୍ତ କ୍ଷମା ପ୍ରାର୍ଥନା କରିଛନ୍ତି। ଆଚାର୍ଯ୍ୟ ହରିହର କର୍କଟ କେନ୍ଦ୍ରର ନିୟମିତ ନିର୍ଦ୍ଦେଶକ ପଦବୀ ପୂରଣ ପାଇଁ ପ୍ରକ୍ରିୟା ଆରମ୍ଭ ହୋଇଛି ଓ ଖୁବଶୀଘ୍ର ଏହା କାର୍ଯ୍ୟକାରୀ କରିବାର ପ୍ରତିଶ୍ରୁତି ଦେଇ ସେ କ୍ଷମା ପ୍ରାର୍ଥନା Continue Reading
Odisha News
କଟକ,୧୦/୧୧ : କଟକ ଜିଲ୍ଲା ତିଗିରିଆ ଥାନା ଗୋଡ଼ିଝରିଆ ନିକଟରେ ଆଜି କିଛି ଦୁର୍ବୃତ୍ତ ବନ୍ଧୁକ ଦେଖାଇ ଏଟିଏମ୍ରେ ଟଙ୍କା ଭରିବାକୁ ଯାଉଥିବା ଭ୍ୟାନ୍ରୁ ଟଙ୍କା ଭର୍ତ୍ତି ଟ୍ରଙ୍କ ଲୁଟି ନେଇଥିବା ଅଭିଯୋଗ ହୋଇଛି। ଉକ୍ତ ଟ୍ରଙ୍କରେ ଦେଢ଼ କୋଟିରୁ ଅଧିକ ଟଙ୍କା ଥିବା କୁହାଯାଉଛି।ଆଜି ସିକ୍ୟୋର ଭାଲ୍ୟୁ ନାମକ ସଂସ୍ଥାର କର୍ମଚାରୀମାନେ ଆଠଗଡ଼ ଏସ୍ବିଆଇରୁ ଟଙ୍କା ଉଠାଇ ବିଭିନ୍ନ ଏଟିଏମ୍ରେ ଭରିବାକୁ ଯାଇଥିଲେ। ସେମାନେ ୨ କୋଟିରୁ ଅଧିକ ଟଙ୍କା ଉଠାଇଥିଲେ। ମୋଟ ୧୩ଟି Continue Reading
Odisha News
କଟକ,୨୮/୧୦: ପଞ୍ଚଭୂତରେ ଲୀନ ହେଲେ ବିଶିଷ୍ଟ ସଙ୍ଗୀତକାର ତଥା ଗୀତିକାର ଓ ଅଭିନେତା ସ୍ବରୂପ ନାୟକ। କଟକ ସତୀଚଉରାରେ ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ତାଙ୍କର ଶେଷକୃତ୍ୟ ସଂପନ୍ନ ହୋଇଛି।ବଡ଼ ଝିଅ ନିବୃତ୍ତି ନାୟକ ମୁଖାଗ୍ନି ଦେଇଛନ୍ତି। ପୂର୍ବରୁ ତାଙ୍କୁ ଏକ ଶୋଭାଯାତ୍ରାରେ ସତୀଚଉରାକୁ ଅଣାଯାଇଥିଲା। ସତୀଚଉରାରେ କଟକ ମେୟର ସୁବାସ ସିଂଙ୍କ ସମେତ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଉପସ୍ଥିତ ଥିଲେ।ସୂଚନାଯୋଗ୍ୟ, ଲୋକପ୍ରିୟ ସଂଗୀତ ନିର୍ଦ୍ଦେଶକ, ଗୀତିକାର, Continue Reading
Odisha News
କଟକ,୨୭/୧୦ : ବିଶିଷ୍ଟ ସଙ୍ଗୀତ ନିର୍ଦ୍ଦେଶକ ସ୍ୱରୂପ ନାୟକଙ୍କର ଆଜି ପରଲୋକ ହୋଇଯାଇଛି। ଦୀର୍ଘ ଦିନ ଧରି ସେ କ୍ୟାନସରରେ ପୀଡ଼ିତ ଥିଲେ। କଟକର ଏକ ଘରୋଇ ଡାକ୍ତରଖାନାରେ ଚିକିତ୍ସାଧୀନ ଅବସ୍ଥାରେ ସେ ଶେଷ ନିଃଶ୍ୱାସ ତ୍ୟାଗ କରିଛନ୍ତି। ମୃତ୍ୟୁ ବେଳକୁ ତାଙ୍କୁ ୭୬ ବର୍ଷ ହୋଇଥିଲା।୧୯୪୭ ମସିହା ଫେବ୍ରୁଆରୀ ୮ ତାରିଖରେ ଜନ୍ମ ହୋଇଥିବା ସ୍ୱରୂପ ଏକାଧାରରେ ଜଣେ ସଙ୍ଗୀତକାର, ଗୀତିକାର, ପ୍ରଚ୍ଛଦପଟ୍ଟ ଗାୟକ ଓ ଅଭିନେତା ଥିଲେ।୫୦ ରୁ ଅଧିକ ଓଡ଼ିଆ ଚଳଚ୍ଚିତ୍ର ପାଇଁ Continue Reading
Odisha News
କଟକ,୨୨/୨୧: ପୁଣି ଆତଙ୍କ ଖେଳାଇଲେ କଟକ ଜିଲ୍ଲା ବାଙ୍କୀର ହରିରାଜପୁରର ଅବସରପ୍ରାପ୍ତ ଯବାନ ସରୋଜ ଦାସ। ତାଙ୍କ କାତି ଚୋଟରେ ଆହତ ହୋଇଛନ୍ତି ବାଙ୍କୀ ଥାନା ଏସ୍ଆଇ ସମ୍ବିତ ସ୍ୱାଇଁ ଓ କନଷ୍ଟେବଲ ଉତ୍ତମ କର।ସରୋଜ ଆଜି ସକାଳେ କାତି ଧରି ଆଦିମାତା ଛକ ନିକଟରେ ଆତଙ୍କ ଖେଳାଇଥିବା ବେଳେ ତାଙ୍କୁ କାବୁ କରିବାକୁ ଯାଇଥିଲେ ଏସ୍ଆଇ ସମ୍ବିତ ସ୍ୱାଇଁ ଓ କନଷ୍ଟେବଲ ଉତ୍ତମ କର। ତେବେ ସରୋଜ ସେମାନଙ୍କୁ ଖଣ୍ଡାରେ ଆକ୍ରମଣ କରିଥିଲେ। ସେମାନେ ଗୁରୁତର […]Continue Reading
Odisha News
କଟକ,୧୯/୯: କଟକରେ ଗଣେଶ ପୂଜାକୁ ନେଇ ଛୁରାମାଡ଼। ଦୁଇ ଗୋଷ୍ଠୀ ବିବାଦ ନେଇ ଛୁରାମାଡ଼ରେ ଦୁଇ ଜଣ ଲୋକ ଆହତ ହୋଇଛନ୍ତି। ବିଡାନାସୀ ନୂଆସାହି ଅଞ୍ଚଳରେ ଘଟିଛି ଏହି ଅଘଟଣ।ଘଟଣାରେ ଆହତ ହୋଇଥିବା ବ୍ୟକ୍ତିଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି।ସାହିରେ ଚାଲି ଥିବା ପୂଜାକୁ ନେଇ ଦୁଇ ଗୋଷ୍ଠୀ ମୁହାଁମୁହିଁ ହୋଇଥିବା ସୂଚନା। ଖବର ପାଇ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି ବିଡାନାସୀ ପୁଲିସ। ଛୁରାମାଡ଼ କରି ଥିବା ଦୁଇ ଅଭିଯୁକ୍ତ ଅଟକ ରହିଥିବା ସୂଚନା।Continue Reading
Odisha News
କଟକ,୧୫/୯ : ନେତାଜୀ ବସ ଟର୍ମିନାଲ ଆସନ୍ତାକାଲି (ଶନିବାର) ଉଦଘାଟିତ ହେବାକୁ ଯାଉଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହି ବସ୍ଷ୍ଟାଣ୍ଡକୁ ଆସନ୍ତାକାଲି ଅପରାହ୍ନ ସାଢେ ଚାରିଟା ସମୟରେ କଟକ ଆସି ଉଦଘାଟନ କରିବେ।ଏଥି ପାଇଁ କମିସନରେଟ ପୁଲିସ ପକ୍ଷରୁ ସୁରକ୍ଷା ବ୍ୟବସ୍ଥା କଡାକଡ଼ି କରାଯାଇଛି। କଟକ ସନସାଇନ ପଡିଆ ଠାରେ ହେଲିପ୍ୟାଡ଼ ବ୍ୟବସ୍ଥା କରାଯାଇଥିବା ସହ ହେଲିପ୍ୟାଡ଼ ରୁଟ ଲାଇନଲିଙ୍ଗ ଏବଂ ସଭାସ୍ଥଳ ନିକଟରେ ସମସ୍ତ ପ୍ରକାର ସୁରକ୍ଷା ବ୍ୟବସ୍ଥା Continue Reading