Home Posts tagged CUUTACK COLLECTOR SUSPEND PRESIDING OFFICERS OF NIALI
Odisha News
ଜଗତସିଂହପୁର, ୧/୬: ଆଜି ଶେଷ ପର୍ଯ୍ୟାୟ ନିର୍ବାଚନ ଚାଲିଥିବା ବେଳେ ଜଗତସିଂହପୁର ସଂସଦୀୟ କ୍ଷେତ୍ର ଅନ୍ତର୍ଗତ ନିଆଳି ବିଧାନସଭା ନିର୍ବାଚନ ମଣ୍ଡଳୀର ୭୫ନଂ ବୁଥ୍ର ପ୍ରିଜାଇଡିଂ ଅଫିସରଙ୍କୁ ନିଲମ୍ବନ କରାଯାଇଛି। ତାଙ୍କ ନାଁ ଲକ୍ଷ୍ମୀନାରାୟଣ ଦାଶ। ସେ ଜଣେ ଅଧ୍ୟାପକ।ନିର୍ବାଚନ କାର୍ଯ୍ୟରେ ଅବହେଳା କରିବା ଯୋଗୁ ଅଧ୍ୟାପକ ଲକ୍ଷ୍ମୀନାରାୟଣ ଦାଶଙ୍କୁ କଟକ ଜିଲ୍ଲାପାଳ ତଥା ଜିଲ୍ଲା ନିର୍ବାଚନ ଅଧିକାରୀ ଅରିନ୍ଦମ ଡାକୁଆ ନିଲମ୍ବନ କରିଛନ୍ତି।ମିଳିଥିବା ସୂଚନା Continue Reading
Seo wordpress plugin by www.seowizard.org.