
ଭୁବନେଶ୍ୱର, ୨୮/୧୨: ଓଡ଼ିଶା ପୋଲିସ କ୍ରାଇମବ୍ରାଞ୍ଚକୁ ଏକ ବଡ଼ ସଫଳତା ମିଳିଛି । ୧ କୋଟି ୩୮ ଲକ୍ଷ ଟଙ୍କା ସାଇବର ଠକେଇ ଅଭିଯୋଗରେ ଦୁଇ ଜଣ ମାଆ ପୁଅଙ୍କୁ ବାନ୍ଧିଛି କ୍ରାଇମବ୍ରାଞ୍ଚ ।ସେମାନେ ହେଲେ ମାଆ ନିଲମ ଅଗ୍ରୱାଲ ଓ ପୁଅ ବଂଶ ଅଗ୍ରୱାଲ । ସେମାନଙ୍କୁ ଉତ୍ତର ପ୍ରଦେଶର ଗାଜିଆବାଦ ବିଜୟ ନଗର ଥାନା ଅଞ୍ଚଳରୁ ଗିରଫ କରାଯାଇଛି । ଗତକାଲି ଉଭୟଙ୍କୁ ଟ୍ରାଞ୍ଜିଟ୍ ରିମାଣ୍ଡରେ ଓଡ଼ିଶା ଆଣାଯାଇଥିବା ନେଇ କ୍ରାଇମବ୍ରାଞ୍ଚ ପକ୍ଷରୁ ପ୍ରେସ୍ […]Continue Reading