Home Posts tagged Cyclone
Odisha News
ଭୁବନେଶ୍ୱର,୨୧/୧୦ : ବାତ୍ୟା ମୁକାବିଲା ପାଇଁ ସରକାର ପ୍ରସ୍ତୁତ । ଭୟଭୀତ ହୁଅନ୍ତୁ ନାହିଁ ବୋଲି କହିଛନ୍ତି ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀ । ସେ କହିଛନ୍ତି, ମୁଖ୍ୟ ସଚିବ, ଏସଆରସି ସମୀକ୍ଷା କରିଛନ୍ତି ।ମୁଁ ବି ବାତ୍ୟା ସ୍ଥିତିର ସମୀକ୍ଷା କରିବି । କେବଳ ସମ୍ଭାବ୍ୟ ପ୍ରଭାବିତ ଜିଲ୍ଲା ନୁହେ ପୁରା ୩୦ ଜିଲ୍ଲାରେ ପ୍ରସ୍ତୁତି ରହିବ । ୩୦ ଜିଲ୍ଲାରେ ଓଡ୍ରାଫ ଟିମ୍ ମୁତୟନ ରହିବେ । ଏନଡିଆରଏଫ ଆଲର୍ଟ ରଖାଯାଇଛି ।ମନ୍ତ୍ରୀ କହିଛନ୍ତି, […]Continue Reading
Odisha News
ଭୁବନେଶ୍ବର,୮/୫: ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବା ପରେ ସ୍ବତନ୍ତ୍ର ରିଲିଫ କମିସନର (ଏସ୍ଆରସି) ରାଜ୍ୟର ସମସ୍ତ ଜିଲ୍ଲାପାଳଙ୍କୁ ଚିଠି ଲେଖିଛନ୍ତି। ଚିଠିରେ ସେ ମତ୍ସଜୀବୀ ଓ ଚାଷୀମାନଙ୍କୁ ସତର୍କ ରହିବାକୁ ପରାମର୍ଶ ଦେଇଛନ୍ତି। ମତ୍ସଜୀବୀମାନେ ଆସନ୍ତା ୯ ତାରିଖ ଠାରୁ ଛୋଟ ଜାହାଜ, ଡଙ୍ଗା ଓ ଟ୍ରେଲର ନେଇ ଦକ୍ଷିଣ-ପୂର୍ବ ବଙ୍ଗୋପସାଗରକୁ ନଯିବା ପାଇଁ ବାରଣ କରିଛନ୍ତି।ଏସ୍ଆରସି ପକ୍ଷରୁ ଜାରି ହୋଇଥିବା ଚିଠିରେ Continue Reading
Odisha News
ଭୁବନେଶ୍ୱର,୧୦/୧୨: ହାଡ଼ଭଙ୍ଗା ଶୀତରେ ଥରୁଛି ସାରା ଓଡ଼ିଶା। ସକାଳ ଓ ରାତି ସମୟରେ ଘରୁ ବାହାରିବା କଷ୍ଟ ହୋଇ ପଡ଼ୁଛି। ଏହି ସମୟରେ ରାଜ୍ୟରେ କିଛି ସ୍ଥାନରେ ବର୍ଷା ହେବାର ସମ୍ଭାବନା ଥିବା ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ରର ନିର୍ଦ୍ଦେଶକ ଏଚ୍. ଆର. ବିଶ୍ୱାସ ସୂଚନା ଦେଇଛନ୍ତି।ସେ କହିଛନ୍ତି, ରାଜ୍ୟରେ ଆଜି କିଛି ସ୍ଥାନରେ ହାଲୁକା ବର୍ଷା ହେବାର ସମ୍ଭାବନା ରହିଛି। ସେହି ଜିଲ୍ଲା ଗୁଡ଼ିକ ହେଲା ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ରାୟଗଡ଼ା, ଗଜପତି, Continue Reading
Odisha News
ଭୁବନେଶ୍ୱର,୧୨/୧୦: ସାଧାରଣତଃ ଅକ୍ଟୋବର ମାସ ଆସିଲେ ଓଡ଼ିଶାବାସୀଙ୍କ ମନରେ ବାତ୍ୟା ଛନକା ପଶେ। ତେଣୁ ଚଳିତ ବର୍ଷ ବି ଦ୍ୱିତୀୟ ସପ୍ତାହରେ ଏକ ମହାବାତ୍ୟା ସୃଷ୍ଟି ହେବାର ସମ୍ଭାବନା ଥିବା ବିଭିନ୍ନ ଗଣମାଧ୍ୟମରେ ପ୍ରକାଶିତ ହେଉଛି।ଫଳରେ ରାଜ୍ୟବାସୀଙ୍କୁ ବାତ୍ୟା ଭୟ ଘାରିଲାଣି। ହେଲେ ଏବେ ବାତ୍ୟା ଆସୁଥିବା ଖବରକୁ ଖଣ୍ଡନ କରିଛି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର। ବାତ୍ୟା ନେଇ ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ କୌଣସି ସୂଚନା ଜାରି କରାଯାଇ ନ Continue Reading
Odisha News
ଭୁବନେଶ୍ୱର, ୪/୯: ପବନଠାରୁ ବେଶି ରହିବ ବର୍ଷାର ପ୍ରକୋପ । ଲଗାଣ ବର୍ଷା ହେବ ପ୍ରାୟ ୩ ଦିନ ଧରି । ସମୁଦ୍ର ଭିତରେ ବାତ୍ୟା ସୃଷ୍ଟି ହେବା ସମ୍ଭାବନା ଥିବାବେଳେ ଉପକୂଳ ଛୁଇଁବାବେଳକୁ ବଳ ସାମାନ୍ୟ କମିଯାଇପାରେ । ଚଳିତ ମାସରେ ପ୍ରଥମ ତିନି ସପ୍ତାହ ଭିତରେ ୩ଟି ଲଘୁଚାପ ଆଗ ପଛ ହୋଇ ଆସିପାରେ ।ବଙ୍ଗୋପସାଗରରେ ସମ୍ଭାବ୍ୟ ବାତ୍ୟାକୁ ନେଇ ବିଭିନ୍ନ ମଡେଲ ଭିନ୍ନ ଭିନ୍ନ ଆକଳନ କରିଛନ୍ତି । ଅଧିକାଂଶ ମଡେଲ୍ ଦର୍ଶାଯାଉଛନ୍ତି, […]Continue Reading
Odisha News
ଭୁବନେଶ୍ୱର, ୧୦/୫: ବାତ୍ୟା ଅସାନି ଓଡ଼ିଶାରେ ସେତେଟା ପ୍ରଭାବ ପକାଇବ ନାହିଁ । ଓଡ଼ିଶାରେ କମ୍ ପବନ ବହିବା ସହିତ ଉପକୂଳ ଓଡ଼ିଶାରେ ପ୍ରବଳ ବର୍ଷିବ । ମଧ୍ୟମ ଧରଣର ବର୍ଷା ହେବା ସହିତ କମ୍ ପବନ ବହିବ ।ଗଜପତି, ରାୟଗଡ଼ା, ମାଲକାନଗିରି, କୋରାପୁଟରେ ବର୍ଷା ଜାରି ରହିବ । ସେହିପରି ଗଞ୍ଜାମ, ପୁରୀ, ଖୋର୍ଦ୍ଧା, କଟକ ଜିଲ୍ଲାରେ ମଧ୍ୟ ବର୍ଷା ହେବ । କେନ୍ଦ୍ରାପଡ଼ା ଏବଂ ଭଦ୍ରକ ଜିଲ୍ଲରେ ବର୍ଷାର ପ୍ରଭାବ ଦେଖିବାକୁ ମିଳିବ ।ସାମ୍ଭାବ୍ୟ […]Continue Reading
Odisha News
ଭୁବନେଶ୍ବର, ୭/୫ : ଦକ୍ଷିଣ-ପୂର୍ବ ବଙ୍ଗୋପସାଗର ଓ ନିକଟବର୍ତ୍ତୀ ଆଣ୍ଡାମାନ ସାଗରରେ ସୃଷ୍ଟ ଡିପ୍ରେସନ (ଅବପାତ) ଆସନ୍ତା ୮ ତାରିଖ ସୁଦ୍ଧା ଏକ ସାମୁଦ୍ରିକ ବାତ୍ୟାର ରୂପ ନେବା ସମ୍ଭାବନା ରହିଛି ଭାରତୀୟ ପାଣିପାଗ ବିଭାଗ କହିଛି ।ଏହି ଡିପ୍ରେସନ ଆଜି ପୂର୍ବାହ୍ଣ ସାଢେ ୧୧ଟା ସୁଦ୍ଧା ପୋର୍ଟ ବ୍ଲେୟାରଠାରୁ ୩୦୦ କିଲୋମିଟର ଦକ୍ଷିଣ-ଦକ୍ଷିଣପଶ୍ଚିମ ଦିଗରେ, ବିଶାଖାପାଟଣାଠାରୁ ୧୨୭୦ କିଲୋମିଟର ଦକ୍ଷିଣ-ପୂର୍ବ ଦିଗରେ ଓ ପୁରୀଠାରୁ ୧୩୦୦ କିଲୋମିଟର Continue Reading
Odisha News
ଭୁବନେଶ୍ୱର, ୪/୫: ଦକ୍ଷିଣ ଆଣ୍ଡାମାନସାଗର ଓ ତାହାର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ବୁଧବାର ସକାଳ ୫ଟା ୩୦ ସୁଦ୍ଧା ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଥିବା ନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଟ୍ୱିଟ୍ କରି ସୂଚନା ଦିଆଯାଇଛି।ପାଣିପାଗ ବିଭାଗର ସୂଚନା ଅନୁଯାୟୀ, ଏହା ବାୟୁମଣ୍ଡଳର ମଧ୍ୟଭାଗ ଯାଏଁ ବ୍ୟାପିଛି। ଘୂର୍ଣ୍ଣିବଳୟ ପ୍ରଭାବରେ ଆସନ୍ତା ୬ ତାରିଖ ବେଳକୁ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। Continue Reading
Odisha News
ଭୁବନେଶ୍ୱର, ୧୭/୩: ବଳ ଗୋଟାଉଛି ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ। ଆସନ୍ତା ୨୧ ତାରିଖ ସୁଦ୍ଧା ଏହା ସାମୁଦ୍ରିକ ଝଡ଼ରେ ପରିଣତ ହେବ।ଭାରତୀୟ ପାଣିପାଗ ବିଭାଗର ସଦ୍ୟତମ ସୂଚନା ଅନୁସାରେ, ଏବେ ଲଘୁଚାପ କ୍ଷେତ୍ରଟି ପୂର୍ବ ଓ ଉତ୍ତରପୂର୍ବ ଦିଗକୁ ଗତି କରୁଛି। ପରବର୍ତ୍ତୀ ସମୟରେ ଦିଗ ପରିବର୍ତ୍ତନ କରି ଲଘୁଚାପ କ୍ଷେତ୍ର ୱେଲମାର୍କ ଲୋପ୍ରେସରରେ ପରିଣତ ହୋଇ ପଶ୍ଚିମବଙ୍ଗ ଏବଂ ଆଣ୍ଡାମାନ୍ ଉପକୂଳ ଆଡ଼କୁ ଗତି କରିବାର ସମ୍ଭାବନା ରହିଛି।୨୦ ତାରିଖ ବେଳକୁ Continue Reading