
ଭୁବନେଶ୍ୱର,୨୬/୧୦: ବାତ୍ୟାରେ ଜିରୋ କାଜୁଆଲିଟି ବଜାୟ ରଖିଥିବାରୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସମସ୍ତଙ୍କୁ କୃତଜ୍ଞତା ଜଣାଇଛନ୍ତି। ମନ୍ତ୍ରୀପରିଷଦ, ଏମ୍ପି, ବିଧାୟକ, ପ୍ରଶାସନିକ ଅଧିକାରୀଙ୍କୁ ବିପତ୍ତି ସମୟରେ ଲୋକଙ୍କୁ ସୁରକ୍ଷିତ ରଖି ସେବା ପ୍ରଦାନ କରିଥିବାରୁ ମୁଖ୍ୟମନ୍ତ୍ରୀ ଧନ୍ୟବାଦ ଜଣାଇଛନ୍ତି। ଏଥିସହିତ ଥଇଥାନ ଓ କ୍ଷୟକ୍ଷତି ଆକଳନ ପାଇଁ ସମ୍ପୃକ୍ତ ବିଭାଗକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି।ମୁଖ୍ୟମନ୍ତ୍ରୀ କହିଛନ୍ତି, ପ୍ରଭୁ Continue Reading