ଭଦ୍ରକ, ୧୧/୪ : ଭଦ୍ରକରୁ ଆସିଛି ଏକ ହୃଦୟବିଦାରକ ଖବର। ଅଫିସ୍ରେ କାର୍ଯ୍ୟରତ ଥିବା ସମୟରେ ହଠାତ୍ ହୃଦଘାତରେ ପ୍ରାଣ ହରାଇଲେ ଡିଏଫଓ ସୌଭାଗ୍ୟ ରଞ୍ଜନ ସାହୁ। ସେ ଭଦ୍ରକ ଜିଲ୍ଲାର ଚାନ୍ଦବାଲିରେ ବନ୍ୟପ୍ରାଣୀ ବନଖଣ୍ଡ ଅଧିକାରୀ ଭାବେ କାର୍ୟ୍ୟରତ ଥିଲେ।ମିଳିଥିବା ସୂଚନା ଅନୁଯାୟୀ, କାମ କରୁଥିବାବେଳେ ହଠାତ୍ ତାଙ୍କ ଶରୀରରେ ଅସୁସ୍ଥତା ଦେଖାଦେଇଥିଲା। ପରେ ତାଙ୍କୁ ତୁରନ୍ତ ଚିକିତ୍ସା ପାଇଁ ନେଇଯାଇଥିଲେ, କିନ୍ତୁ ସେଠାରେ ଡାକ୍ତରମାନେ ତାଙ୍କୁ ମୃତ ଘୋଷଣା Continue Reading




