Home Posts tagged debasish samantray elected unopposed to rajya sabha on bjp ticket
Odisha News
ଭୁବନେଶ୍ୱର, ୧୧/୬ : ଓଡ଼ିଶା ରାଜନୀତିରେ ଆଉ ଏକ ବଡ଼ ସମୀକରଣର ସଙ୍କେତ। ବିଜେଡି ଛାଡ଼ିବାର ମାତ୍ର କିଛି ଦିନ ମଧ୍ୟରେ ବିଜେପି ଟିକେଟ୍‌ରେ ରାଜ୍ୟସଭାକୁ ପହଞ୍ଚିଛନ୍ତି ବରିଷ୍ଠ ନେତା ଦେବାଶିଷ ସାମାନ୍ତରାୟ। ରାଜ୍ୟସଭା ଉପନିର୍ବାଚନରେ ତାଙ୍କ ବିପକ୍ଷରେ କେହି ପ୍ରାର୍ଥୀ ନ ଥିବାରୁ ସେ ନିର୍ଦ୍ୱନ୍ଦ୍ୱରେ ବିଜୟୀ ଘୋଷିତ ହୋଇଛନ୍ତି।ନିର୍ବାଚନ କମିଶନଙ୍କ ଘୋଷଣା ଅନୁସାରେ, ଦେବାଶିଷ ହିଁ ଏକମାତ୍ର ପ୍ରାର୍ଥୀ ଥିବାରୁ ଭୋଟଗ୍ରହଣର ଆବଶ୍ୟକତା ପଡ଼ିନଥିଲା। ଏହା ସହ Continue Reading