Home Posts tagged Debasnanapurnima
Odisha News
ପୁରୀ, ୨୨/୬: ଆଜି ହେଉଛି ପବିତ୍ର ଦେବସ୍ନାନ ପୂର୍ଣ୍ଣିମା। ରତ୍ନ ସିଂହାସନରୁ ସ୍ନାନମଣ୍ଡପକୁ ବିରାଜିବେ ଚତୁର୍ଦ୍ଧାବିଗ୍ରହ। ସ୍ନାନମଣ୍ଡପରୁ ଗଜବେଶରେ ଅଗଣିତ ଭକ୍ତଙ୍କୁ ଦର୍ଶନ ଦେବେ। ବର୍ଷକ ପରେ ପୁଣିଥରେ ଭକ୍ତ ଓ ଭଗବାନଙ୍କ ମହାମିଳନ ହେବ। ଏଥିପାଇଁ ବ୍ୟାପକ ପ୍ରସ୍ତୁତି ଆରମ୍ଭ ହୋଇଛି। ସ୍ବତନ୍ତ୍ର ନୀତି ନିର୍ଘଣ୍ଟ ହୋଇଛି।ସ୍ନାନବେଦିକୁ ରଙ୍ଗ ସହ ଆଲୋକମାଳାରେ ସୁସଜ୍ଜିତ କରାଯାଇଛି। ସ୍ନାନବେଦି ଉପରେ ଚାନ୍ଦୁଆ ଲଗାଯାଇଛି। ପହଣ୍ଡି ପୂର୍ବରୁ ଗତକାଲି Continue Reading
Odisha News
ପୁରୀ, ୨୧/୬: : ଆସନ୍ତାକାଲି ପବିତ୍ର ଦେବସ୍ନାନ ପୂର୍ଣ୍ଣମୀ। ଶୃଙ୍ଖଳିତ ସ୍ନାନଯାତ୍ରା ନେଇ ପୁରୀ ଏସପି ପିନାକ ମିଶ୍ର ଗଣମାଧ୍ୟମକୁ ପ୍ରତିକ୍ରିୟା ରଖିଛନ୍ତି।ସେ କହିଛନ୍ତି, ଲକ୍ଷାଧିକ ଭକ୍ତଙ୍କ ଆଗମନକୁ ନେଇ ପୁଲିସ ପକ୍ଷରୁ ବ୍ୟାପକ ପ୍ରସ୍ତୁତି କରାଯାଇଛି। ସମୁଦାୟ ୪ ଜଣ ଏସପି ରାଙ୍କ୍ ର ଅଫିସର,୧୨ ଜଣ ଅତରିକ୍ତ ଏସପି,୨୨ଜଣ ଡିଏସପି,୨୯୦ ରୁ ଉର୍ଦ୍ଧ୍ବ ସବ ଇନସପେକ୍ଟର, ସମୁଦାୟ ୬୮ ପ୍ଲାଟୁନରୁ ଉର୍ଦ୍ଧ୍ବ ପୁଲିସ ଫୋର୍ସ ମୁତୟନ ହେବେ। ୧୧୨ ହେଉଛି ପୁଲିସ Continue Reading
Odisha News
ପୁରୀ,୨୦/୬: ଦିନକ ପରେ ଦେବସ୍ନାନ ପୂର୍ଣ୍ଣିମା। ମହାପ୍ରଭୁ ସୁବାଶିତ କଳସରେ ଗାଧୋଇବେ। ଦେବସ୍ନାନ ପୂର୍ଣ୍ଣିମା ପାଇଁ ଶ୍ରୀକ୍ଷେତ୍ରକୁ ଭକ୍ତମାନଙ୍କର ଆଗମନ ହେଉଛି। ଧୀରେଧୀରେ ଭିଡ଼ ବଢ଼ିବାରେ ଲାଗିଛି। ଦେବସ୍ନାନ ମଣ୍ଡପକୁ ପହଣ୍ଡି ବିଜେ ପାଇଁ ଶ୍ରୀବିଗ୍ରହମାନଙ୍କ ସେନାପଟା ଲାଗି ନୀତି ଅନୁଷ୍ଠିତ ହେବ।ଏଣୁ ବଡ଼ସିଂହାର ଭୋଗ ଶେଷ ହେବା ପରେ ଆପାତତଃ ଆଜି ରାତ୍ର ଘ.୧୨.୦୦ ଟିକା ଠାରୁ ଆସନ୍ତାକାଲି (ଶୁକ୍ରବାର) ସକାଳ ଘ.୧୧.୦୦ ଟିକା ପର୍ଯ୍ୟନ୍ତ ସର୍ବସାଧାରଣ Continue Reading
Odisha News
ଗଣେଶ କୁମାର ରାଜୁଙ୍କ ରିପୋର୍ଟପାରଳାଖେମୁଣ୍ଡି,୧୫/୬: ଓଡିଶା-ଆନ୍ଧ୍ର ସୀମାନ୍ତ ଉପାନ୍ତ ଶ୍ରୀକ୍ଷେତ୍ର ପାରଳାଖେମୁଣ୍ଡି ଶ୍ରୀମନ୍ଦିର ପରିସରରେ ଥିବା ସ୍ନାନ ମଣ୍ଡପ ଠାରେ ମଙ୍ଗଳବାର ଦିନ ଚତୁର୍ଦ୍ଧା ମୂର୍ତ୍ତିଙ୍କ ପାରମ୍ପରିକ ରୀତିନୀତି ପ୍ରକାରେ ପବିତ୍ର ଦେବସ୍ନାନ ପୁର୍ଣିମା ଉତ୍ସବ କାର‌୍ୟ୍ୟକ୍ରମ ଉତ୍ସାହ ଓ ଉଦ୍ଦୀପନା ସହ ଏକ ଆଧ୍ୟାତ୍ମିକ ପରିବେଶ ମଧ୍ୟରେ ଅନୁଷ୍ଠିତ ହୋଇଯାଇଛି ।ଏହି ଅବସରରେ ମଙ୍ଗଳବାର ଦିନ ସକାଳ ସମୟରେ ଶ୍ରୀମନ୍ଦିରରେ ଚତୁର୍ଦ୍ଧା Continue Reading
Seo wordpress plugin by www.seowizard.org.