Home Posts tagged Delta Plus variant
Odisha News
ଭୁବନେଶ୍ୱର, ୧୧/୨: ଆଇଏଲଏସ୍ ଜିନମ୍ ସିକ୍ୱେନ୍ସିଂ ରିପୋର୍ଟରୁ ମିଳିଛି ନୂଆ ତଥ୍ୟ। ଓଡ଼ିଶାରେ ଚିହ୍ନଟ କରୋନା ସଂକ୍ରମିତଙ୍କ ମଧ୍ୟରୁ ପ୍ରାୟ ୯୭.୫% ପ୍ରତିଶତ ଓମିକ୍ରନ୍ ଦ୍ୱାରା ଆକ୍ରାନ୍ତ ହୋଇସାରିଛନ୍ତି । ଆଇଏଲଏସ୍ ଜିନମ୍ ସିକ୍ୱେନ୍ସିଂ ରିପୋର୍ଟରୁ ମିଳିଛି ଏହି ସୂଚନା ।ଜାନୁୟାରୀ ୨୭ରୁ ଫେବ୍ରୁୟାରୀ ୪ ତାରିଖ ମଧ୍ୟରେ ୨୪୧ଟି କରୋନା ପଜିଟିଭ୍ ନମୁନା ସଂଗ୍ରହ କରାଯାଇଥିଲା। ଆଇଏଲ୍ଏସ୍ ପକ୍ଷରୁ ଏହି ସବୁ ନମୁନାର ସିକ୍ୱେନ୍ସିଂ କରାଯାଇଥିଲା । Continue Reading
Seo wordpress plugin by www.seowizard.org.