
ଭୁବନେଶ୍ୱର,୯/୭ : ରାଜ୍ୟରେ ଡେଙ୍ଗୁ ସଂକ୍ରମଣ ବୃଦ୍ଧିକୁ ନଜରରେ ରଖି ତତ୍ପର ହୋଇଛି ସ୍ୱାସ୍ଥ୍ୟ ବିଭାଗ। ଗତ ୫ ବର୍ଷ ଭିତରେ ରାଜ୍ୟର ଯେଉଁ ଅଞ୍ଚଳ ଡେଙ୍ଗୁ ହଟ୍ସ୍ପଟ୍ ରହିଆସିଛି, ସେସବୁ ଅଞ୍ଚଳକୁ ମ୍ୟାପିଂ କରିବା ସହ ସେଠାରେ ସର୍ବେକ୍ଷଣ ଆରମ୍ଭ ଲାଗି ନିର୍ଦ୍ଦେଶ ଦିଆଯାଇଛି। ଏଥିପାଇଁ ସବୁ ଜିଲ୍ଲାପାଳ ଓ ମ୍ୟୁନିସିପାଲ କମିଶନରଙ୍କୁ ଚିଠି ଲେଖି ନିର୍ଦ୍ଦେଶ ଦେଇଛନ୍ତି ସ୍ୱାସ୍ଥ୍ୟ ସଚିବ ଶାଳିନୀ ପଣ୍ଡିତ।ମୌସୁମୀ ଓ ଏହାର ପରବର୍ତ୍ତୀ ସମୟରେ ଡେଙ୍ଗୁ ଓ Continue Reading