Home Posts tagged dengue cases
Odisha News
ଭୁବନେଶ୍ଵର,୨୫/୮: ଓଡ଼ିଶାରେ ଏବେ ୭୦ ପ୍ରତିଶତ ଡେଙ୍ଗୁ ଭୂତାଣୁ D-2 ଭାରିଆଣ୍ଟ। ୨୮ ପ୍ରତିଶତ D-1ଭାରିଆଣ୍ଟର। ନିକଟରେ ବିଭିନ୍ନ ଜିଲ୍ଲାରୁ ଆସିଥିବା ଡେଙ୍ଗୁ ରୋଗୀଙ୍କ ନମୂନାର ସିରୋଟାଇପ୍ ପରୀକ୍ଷାରୁ ଏହା ଜାଣିବାକୁ ପାଇଛି ଜଗଜଉ ଭୁବନେଶ୍ଵର। ଏନେଇ ସୂଚନା ଦେଇଛନ୍ତି RMRCନିର୍ଦ୍ଦେଶିକା ଡାକ୍ଟର ସଂଘମିତ୍ରା ପତି।ଡାକ୍ତର ପତି କହିଛନ୍ତି କହିଛନ୍ତି RMRC ହସ୍ପିଟାଲରେ ଏବେ ଚିକିତ୍ସିତ ଡେଙ୍ଗୁ ରୋଗୀଙ୍କ ସିରୋଟାଇପିଙ୍ଗ୍ କରାଯାଉଛି। ଯେଉଁଥିରୁ କେଉଁ Continue Reading
Odisha News
ଭୁବନେଶ୍ବର,୨୨/୮: ରାଜଧାନୀରେ ଡେଙ୍ଗୁ ଥମିବା ନାଁ ଧରୁନି। କ୍ରମାଗତ ଭାବରେ ବଢ଼ି ବଢ଼ି ଡେଙ୍ଗୁ ଆକ୍ରାନ୍ତଙ୍କ ସଂଖ୍ୟା ୧୦୦୦ ଅତିକ୍ରମ କରିଛି। ଆଜି ସୁଦ୍ଧା ୧୩୧୪ ଜଣ ଆକ୍ରାନ୍ତ ହୋଇଥିବା ସୂଚନା ମିଳିଛି। କ୍ୟାପିଟାଲ୍ ହସ୍ପିଟାଲ୍ରେ ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରୁ ଅଭାବନୀୟ ସ୍ଥିତି ସୃଷ୍ଟି ହୋଇଛି। ୱାର୍ଡ ଭିତର ଖଟରେ ଯେତିକି ଡେଙ୍ଗୁ ଆକ୍ରାନ୍ତ ଅଛନ୍ତି, ବାରଣ୍ଡାରେ ମଧ୍ୟ ସେତିକି ଶୋଇଛନ୍ତି।ଆଶ୍ଚର୍ଯ୍ୟର ବିଷୟ, ସ୍ଥିତି ଅଣାୟତ ହୋଇ ସାରିଥିବାବେଳେ Continue Reading
Odisha News
ଭୁବନେଶ୍ୱର,୨୧/୮:ରାଜଧାନୀ ଭୁବନେଶ୍ୱରରେ ଡେଙ୍ଗୁ ରୋଗୀଙ୍କ ସଂଖ୍ୟା ବଢ଼ି ବଢ଼ି ଚାଲିଥିବା ବେଳେ କ୍ୟାପିଟାଲ ହସ୍ପିଟାଲରେ ସ୍ୱତନ୍ତ୍ର ଟେଷ୍ଟିଂ ସେଣ୍ଟର ସହିତ ୪ଟି ଯାକ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର (ସିଏଚ୍ସି)ରେ ଡେଙ୍ଗୁ ୱାର୍ଡ ଖୋଲିବା ପାଇଁ ନିଷ୍ପତ୍ତି ହୋଇଛି।କ୍ୟାପିଟାଲ୍ ହସ୍ପିଟାଲ୍ ନିର୍ଦ୍ଦେଶକ ଡାକ୍ତର ଲକ୍ଷ୍ମୀଧର ସାହୁ କହିଛନ୍ତି, ଆସନ୍ତାକାଲିଠାରୁ ଡେଙ୍ଗୁ ପରୀକ୍ଷା ପାଇଁ କ୍ୟାପିଟାଲ୍ ହସ୍ପିଟାଲ୍ରେ ଖୋଲିବ ସ୍ଵତନ୍ତ୍ର ଟେଷ୍ଟିଂ ସେଣ୍ଟର। ଏଠାକୁ Continue Reading
Odisha News
ଭୁବନେଶ୍ୱର,୧୦/୮: ଘର ଘର ବୁଲି ଡେଙ୍ଗୁ ମଶା ଖୋଜିବ ଭୁବନେଶ୍ୱର ମହାନଗର ନିଗମ (ବିଏମ୍ସି)। ଯଦି ଘରେ ବା ଘର ଆଖପାଖରେ ଡେଙ୍ଗୁ ମଶା ବଂଶବୃଦ୍ଧି ପାଇଁ ପରିବେଶ ଥାଏ ଅଥବା ଡେଙ୍ଗୁ ମଶା ଦେଖିବାକୁ ମିଳେ ତେବେ ହଜାରେ ଟଙ୍କା ଫାଇନ କରିବ ବିଏମସି ।ସେହିପରି ବ୍ୟବସାୟିକ ପ୍ରତିଷ୍ଠାନ, ଅଫିସ ଆଦି କୋଠାରେ ଡେଙ୍ଗୁ ମଶା ବଂଶବୃଦ୍ଧି ପାଇଁ ପରିବେଶ ଥାଏ ତାହାହେଲେ ୫ ହଜାର ଟଙ୍କା ପର୍ଯ୍ୟନ୍ତ ଫାଇନ କରିବ ବିଏମସି । ଭୁବନେଶ୍ୱର […]Continue Reading
Odisha News
ଭୁବନେଶ୍ବର,୩୧/୭: ବେକାବୁ ଡେଙ୍ଗୁକୁ କାବୁ କରିବାକୁ ବିଏମ୍ସି ଯତ୍ପରୋନାସ୍ତି ଉଦ୍ୟମ କରୁଥିବା କହୁଛି। ସପ୍ତାହରେ ଦୁଇ ଦିନ ଡ୍ରାଏ ଡେ’ ଚାଲିଥିବା ବେଳେ କମିସନରଙ୍କ ମାନସପୁତ୍ର କୁହାଯାଉଥିବା ‘ଘର ଘର ଅଭିଯାନ’କୁ ଗୁରୁତ୍ବର ସହ ମନିଟର କରାଯାଉଥିବା କୁହାଯାଉଛି। ଅନ୍ୟ ଏକ ଗୁରୁତ୍ବପୂର୍ଣ୍ଣ କାର୍ଯ୍ୟକ୍ରମ ହେଉଛି ‘ଆଗ୍ରେସିଭ୍ ଆୱାରନେସ୍’। ଅର୍ଥାତ୍ ପ୍ରତ୍ୟେକ ଲୋକ ପାଖରେ ଯେଭଳି ସେଚତନତାର ବାର୍ତ୍ତା ପହଞ୍ଚିବ, ସେନେଇ ଏହି କାର୍ଯ୍ୟକ୍ରମକୁ Continue Reading
Odisha News
ଭୁବନେଶ୍ବର,୩/୭: ରାଜ୍ୟରେ ଡେଙ୍ଗୁର ସ୍ଥିତି ନେଇ ସ୍ୱାସ୍ଥ୍ୟ ନିର୍ଦ୍ଦେଶକ ନିରଞ୍ଜନ ମିଶ୍ର ସୂଚନା ଦେଇଛନ୍ତି। ସେ କହିଛନ୍ତି, ଏବର୍ଷ ମଧ୍ୟ ଡେଙ୍ଗୁ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ଜୁଲାଇରୁ ସେପ୍ଟେମ୍ବର ମାସରେ ଏହା ବଢିଥାଏ ବୋଲି ଆମେ ଜାଣିଛେ। କିନ୍ତୁ ପୂର୍ବ ବର୍ଷ ତୁଳନାରେ ଏ ବର୍ଷ ଟେଷ୍ଟିଙ୍ଗ ସଂଖ୍ୟା ଅଧିକ ଓ ପଜିଟିଭ ସଂଖ୍ୟା ବହୁତ କମ୍ ରହିଛି।ମୋଟ ୧୬ ଜିଲ୍ଲାରୁ ଡେଙ୍ଗୁ ଆକ୍ରାନ୍ତ ଚିହ୍ନଟ ହୋଇଛି। ଖୋର୍ଦ୍ଧା ଜିଲ୍ଲାର ୯୬ ଜଣ ପଜିଟିଭ, Continue Reading
Odisha News
ଭୁବନେଶ୍ବର,୨/୭: ରାଜଧାନୀରେ ଦିନକୁ ଦିନ ଡେଙ୍ଗୁ ସ୍ଥିତି ଜଟିଳ ହେଉଛି। ରାଜଧାନୀର ଆଇଆରସି ଭିଲେଜ, ସାଲିଆ ସାହି ଏବଂ ଓଲଡ ଟାଉନ ଚଳିତବର୍ଷର ନୂଆ ହଟସ୍ପଷ୍ଟ ପାଲଟିଛି। ଏନେଇ ବିଏମସି ପକ୍ଷରୁ ତତ୍ପରତା ପ୍ରକାଶ ପାଇଛି।ଏନେଇ ଭୁବନେଶ୍ୱର ମେୟର୍ ସୁଲୋଚନା ଦାସ କହିଛନ୍ତି, ରାଜଧାନୀର ବିଭିନ୍ନ ସ୍ଥାନରେ ସଫେଇ କାର୍ଯ୍ୟକ୍ରମ ଜାରି ରହିଛି। ଆଜି ଏଜି ଛକ ଆଖପାଖ ଅଞ୍ଚଳରେ ବିଏମସି ଟିମ ସଫେଇ କରିଛି। ରାଜଧାନୀରେ କିଛି କିଛି ସ୍ଥାନରେ ଡେଙ୍ଗୁ ବ୍ୟାପିଥିବା ଖବର Continue Reading
Top Stories
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ,୨୬/୬: ବୌଦ୍ଧଗଡ ବିଜ୍ଞାପିତ ଅଂଚଳ ପରିଷଦ ପକ୍ଷରୁ ସ୍ଥାନିୟ ଟାଉନହଲ ଠାରେ ଡେଙ୍ଗୁ ସଚେତନତା ଓ ଭୁତାଣୁ ବାହିତ ନିରାକରଣ ଉପରେ ଏକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା । କାର୍ଯ୍ୟକ୍ରମରେ ପରିଷଦର ନିର୍ବାହୀ ଅଧିକାରୀ ଇଂ ମନୋରଂଜନ ପଣ୍ଡା ସଭାପତିତ୍ୱ କରିଥିଲେ ।ଏହି କାର୍ଯ୍ୟକ୍ରମରେ ଡାକ୍ତର ଏମଏମ ପ୍ରଧାନ,ଡାକ୍ତର କେସି ପଟ୍ଟନାୟକ, ବିକେ ହେମ୍ବ୍ରମ, ସ୍ୱାତୀ କୁମାରୀ, ଆଲୋକ ମିଶ୍ର ଙ୍କ ସମେତ ସ୍ୱାସ୍ଥ୍ୟ ବିଭାଗର Continue Reading
Seo wordpress plugin by www.seowizard.org.