Home Posts tagged DEPUTY CM PRABHATI PARIDA (Page 2)
Odisha News
ଭୁବନେଶ୍ୱର,୧୯/୮: ଭାଇ-ଭଉଣୀର ସମ୍ପର୍କକୁ ଅଧିକ ମଜଭୁତ କରିଥାଏ ରାଖୀ। ଆଜିର ଦିନରେ ଭଉଣୀ, ଭାଇ ହାତରେ ରାଖୀ ବାନ୍ଧି ଭାଇର ଉଜ୍ଜ୍ୱଳ ଭବିଷ୍ୟତ କାମନା କରିଥାଏ।ଆଉ ବଦଳରେ ଭାଇ, ତା’ ଭଉଣୀକୁ ରକ୍ଷା କରିବାର ସଂକଳ୍ପ ବି ନେଇଥାଏ। ଏହି ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝିଙ୍କ ହାତରେ ରାଖୀ ବାନ୍ଧିଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା।ମୁଖ୍ୟମନ୍ତ୍ରୀ ଏହି ଅବସରରେ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ମୁଖ୍ୟମନ୍ତ୍ରୀ ତାଙ୍କ ସୋସିଆଲ ମିଡିଆରେ Continue Reading
Odisha News
କଟକ, ୧୫/୮ : ଋତୁସ୍ରାବ ପାଇଁ ଦିନେ ଛୁଟି ଘୋଷଣା କଲେ ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା। କଟକଠାରେ ସ୍ବାଧୀନତା ଦିବସ ପାଳନ ଅବସରରେ କର୍ମଜୀବୀ ମହିଳାଙ୍କ ପାଇଁ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା କରିଛନ୍ତି ଏହି ବଡ଼ ଘୋଷଣା। ଏଣିତି ଋତୁସ୍ରାବ ପାଇଁ ଉଭୟ ସରକାରୀ ଓ ଘରୋଇ ସଂସ୍ଥାରେ କାର୍ଯ୍ୟ କରୁଥିବା ମହିଳାଙ୍କୁ ମିଳିବ ଦିନେ ଛୁଟି ।Continue Reading