Home Posts tagged deputy collctor vigilance red
Odisha News
ଭୁବନେଶ୍ୱର,୨୭/୧୨: ଭିଜିଲାନ୍ସ ଜାଲରେ ଜଗତସିଂହପୁର ଡେପୁଟି କଲେକ୍ଟର। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଜଗତସିଂହପୁର ଡେପୁଟି କଲେକ୍ଟର ଚିତ୍ତରଂଜନ ପିଲ୍ଲାଙ୍କ ଘରେ ଭିଜିଲାନ୍ସ ବିଭାଗ ପକ୍ଷରୁ ଚଢ଼ାଉ କରାଯାଇଛି। ଚିତ୍ତରଂଜନଙ୍କ ନିଜ ଘର, ଅଫିସ, ସର୍ମ୍ପକୀୟ ଘର ଓ ପୈତୃକ ଘର ସମେତ ୯ଟି ସ୍ଥାନରେ ଏହି ଚଢ଼ାଉ କରାଯାଇଛି।ଭିଜିଲାନ୍ସ ବିଭାଗର ୨ଜଣ ଡିଏସ୍ପିଙ୍କ ନେତୃତ୍ୱରେ ଏହି ଚଢ଼ାଉ ହୋଇଛି। ଏଥିରେ ୧୪ ଜଣ ଇନ୍ସପେକ୍ଟର, ୬ ଜଣ ଏଏସ୍ଆଇ ଓ ଅନ୍ୟ Continue Reading
Seo wordpress plugin by www.seowizard.org.