
ଭୁବନେଶ୍ୱର,୬/୧୧: ଧାମନଗର ଉପନିର୍ବାଚନରେ ବିଜେପି ପ୍ରାର୍ଥୀ ସୂର୍ଯ୍ୟବଂଶୀ ସୂରଜଙ୍କ ବିଜୟ ସହ ନିଜ ନାଁରେ ନୂଆ ନିର୍ବାଚନୀ ରେକର୍ଡ କରିବାରେ ମଧ୍ୟ ସକ୍ଷମ ହୋଇଛନ୍ତି ।ବିଜେଡିର ଅବନ୍ତୀ ଦାସଙ୍କୁ ପୋଷ୍ଟାଲ ଭୋଟ୍ ଓ ପ୍ରଥମରୁ ଶେଷ ୧୮ଟି ରାଉଣ୍ଡରେ ପଛରେ ପକାଇ ମୋଟ ୯୮୮୧ ଖଣ୍ଡ ଭୋଟ୍ ବ୍ୟବଧାନରେ ବିଜୟୀ ହୋଇଛନ୍ତି । ୨୦୦୯ରୁ ଧାମନଗର ବିଧାନସଭା ଆସନ ଅନୁସୂଚିତ ଜାତି ବର୍ଗ ପାଇଁ ସଂରକ୍ଷିତ ହେବା ପରଠୁ ସର୍ବାଧିକ ଭୋଟ୍ ବ୍ୟବଧାନରେ ଜିତିବାରେ ସୂରଜ ପ୍ରଥମ Continue Reading