ଗୁଲାମ୍ ଗସ୍ଙ୍କ ରିପୋର୍ଟଧର୍ମଶାଳା,୨୫/୭ : ଧର୍ମଶାଳା ନିର୍ବାଚନ ମଣ୍ଡଳୀ ଜାରକାସ୍ଥିତ ଧର୍ମଶାଳା ଷ୍ଟାଡିଅମ ହଲରେ ବିଜେପିର ଏକ ମିଶ୍ରଣ ପର୍ବ ଅନୁଷ୍ଠିତ ହୋଇଯାଇଛି। ଆୟୋଜିତ ମିଶ୍ରଣ ପର୍ବରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ହିମାଂଶୁ ଶେଖର ସାହ, ସମ୍ମାନୀୟ ଅତିଥି ଭାବେ ବିଜେପି ଜିଲ୍ଲା ସଭାପତି ଦେବଯାନୀ ପ୍ରଧାନ, ପୂର୍ବତନ ସାଂସଦ ରିତା ତରେଇ, ଜିଲ୍ଲା ପରିଷଦ ସଦସ୍ୟ ଜଳଧର ମହାନ୍ତି, ଡ଼. ପ୍ରିୟନାଥ ମହାପାତ୍ର, ଆତ୍ମାର ଅଧ୍ୟକ୍ଷ ଉପେନ୍ଦ୍ର Continue Reading




