
ଢେଙ୍କାନାଳ,୨୨/୭: ଶୁକ୍ରବାର ୧୨ ଘଣ୍ଟିଆ ଢେଙ୍କାନାଳ ବନ୍ଦ ଡାକରା ଦେଇଛି ଜିଲ୍ଲା ଓକିଲ ସଂଘ। ୫୫ ନମ୍ବର ଜାତୀୟ ରାଜପଥର ସମ୍ପ୍ରସାରଣ କାମ ଶେଷ ହେବାରେ ଅହେତୁକ ବିଳମ୍ବ ହେଉଥିବାରୁ ଜିଲ୍ଲା ଓକିଲ ସଂଘ ପକ୍ଷରୁ ଏହି ବନ୍ଦ ଡାକରା ଦିଆଯାଇଛି। ସକାଳ ୬ରୁ ସଂଧ୍ୟା ୬ଟା ଯାଏ ଏହି ବନ୍ଦ ପାଳନ କରାଯିବ।ଏହି ବନ୍ଦ ଡାକରା ଯୋଗୁ ଢେଙ୍କାନାଳ ସହରରେ ସାଧାରଣ ଜୀବନଯାତ୍ରା ବାଧାପ୍ରାପ୍ତ ହୋଇଛି। ଗାଡ଼ି ଚଳାଚଳ ସହିତ ଦୋକାନବଜାର ବନ୍ଦ ରହିଛି। ସକାଳ […]Continue Reading