Home Posts tagged DILLIP RAY TO FIGHT ASSEMBELY ELECTION FROM ROURKELA
Odisha News
ଭୁବନେଶ୍ବର, ୯/୪: ପୂର୍ବତନ କେନ୍ଦ୍ର କୋଇଲା ରାଷ୍ଟ୍ରମନ୍ତ୍ରୀ ଦିଲ୍ଲୀପ ରାୟ ଚଳିତ ସାଧାରଣ ନିର୍ବାଚନରେ ରାଉରକେଲା ବିଧାନସଭା ଆସନରୁ ବିଜେପି ପ୍ରାର୍ଥୀ ହେଇପାରନ୍ତି।ଦଳୀୟ ଘୋଷଣା ପୂର୍ବରୁ ନିର୍ବାଚନ ପ୍ରଚାର ବେଳେ ସାଂସଦ ଜୁଏଲ ଓରାମ ଏନେଇ ଇସାରା ଦେଇଛନ୍ତି।ସେ କହିଛନ୍ତି, ରାଉରକେଲା ବିଧାନସଭା ଆସନ ପାଇଁ କୌଣସି ମୁହୁର୍ତ୍ତରେ ପ୍ରାର୍ଥୀ ଘୋଷଣା ହୋଇପାରେ। ଏବେ ଦିଲ୍ଲୀପଙ୍କ ମାମଲାର ସମାଧାନ ହୋଇସାରିଛି। ତେଣୁ ତାଙ୍କୁ ଟିକେଟ୍ ମିଳିପାରେ।ତଳସରା Continue Reading
Seo wordpress plugin by www.seowizard.org.