ଭୁବନେଶ୍ୱର, ୩/୭ : ଓଡ଼ିଶା ମେଡିକାଲ ସେବା ସଂଘର ଆନ୍ଦୋଳନରତ ଡାକ୍ତରଙ୍କ ଉପରେ ରାଜ୍ୟ ସରକାର କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛନ୍ତି । ଆନ୍ଦୋଳନରେ ସାମିଲ ଓଏମ୍ଏଚ୍ଏସ୍ କ୍ୟାଡର ସମସ୍ତ ଡାକ୍ତରଙ୍କ ଦରମା ବନ୍ଦ କରିବା ଏବଂ ଚୁକ୍ତି ଭିତ୍ତିକ ଡାକ୍ତରଙ୍କୁ କାର୍ଯ୍ୟରୁ ବହିଷ୍କାର କରିବାକୁ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ନିର୍ଦ୍ଦେଶ ଜାରି କରିଛି । ରାଜ୍ୟର ସମସ୍ତ ସରକାରୀ ମେଡିକାଲ୍ କଲେଜ ଓ ହସ୍ପିଟାଲ୍, ସିଡିଏମ୍ ଓ ପିଏଚ୍ଓଙ୍କୁ Continue Reading




