Home Posts tagged dr niranjan mishra
Odisha News
ଭୁବନେଶ୍ବର,୨୧/୨: ଜଳବାୟୁ ପରିବର୍ତ୍ତନ ଯୋଗୁ ଏବର୍ଷ ମାଘ ମାସରେ ଶୀତ ବଦଳରେ ତାପମାତ୍ରା ବଢ଼ି ଚାଲିଛି। ଯଦିଓ ବର୍ତ୍ତମାନ ସୁଦ୍ଧା ଖରା ଜନିତ ସମସ୍ୟାର ଆଶଙ୍କା ଦେଖାଦେଇନି, ତଥାପି ଆମକୁ ସଚେତନ ଓ ପ୍ରସ୍ତୁତ ରହିବାକୁ ପଡ଼ିବ।ପୂର୍ବରୁ ଅଂଶୁଘାତ ପାଇଁ ପ୍ରତି ଜିଲ୍ଲାକୁ ଷ୍ଟାଣ୍ଡାର୍ଡ ଆଡଭାଇଜରି (SOP) ଜାରି ହୋଇଛି। ଏନେଇ ସୂଚନା ଦେଇଛନ୍ତି ଜନସ୍ୱାସ୍ଥ୍ୟ ନିର୍ଦ୍ଦେଶକ ଡାକ୍ତର ନିରଞ୍ଜନ ମିଶ୍ର।ସେ କହିଛନ୍ତି, ଆଗକୁ ଅଂଶୁଘାତ ଭଳି ସ୍ଥିତି ଆସିଲେ, ଆଉ Continue Reading
Seo wordpress plugin by www.seowizard.org.