Home Posts tagged dr pradipa mahapatra is no more
Odisha News
ବ୍ରହ୍ମପୁର,୨/୮: ବ୍ରହ୍ମପୁର ବିଶ୍ୱବିଦ୍ୟାଳୟର ସାମ୍ବାଦିକ ବିଭାଗର ପୂର୍ବତନ ଏଚ୍‌ଓଡି ତଥା ବରିଷ୍ଠ ସାମ୍ବାଦିକ ଡକ୍ଟର ପ୍ରଦୀପ ମହାପାତ୍ରଙ୍କ ପରଲୋକ ଘଟିଛି। ମୃତ୍ୟୁବେଳକୁ ତାଙ୍କୁ ୬୯ ବର୍ଷ ହୋଇଥିଲା।କିଛି ଦିନ ତଳେ ସେ ଅସୁସ୍ଥ ହୋଇପଡ଼ିବାରୁ ତାଙ୍କୁ ବ୍ରହ୍ମପୁର ମେଡିକାଲରେ ଭର୍ତ୍ତି କରାଯାଇଥିଲା। ପରେ ତାଙ୍କୁ ଭୁବନେଶ୍ୱରର ଏକ ଘରୋଇ ମେଡିକାଲରେ ଭର୍ତ୍ତି କରାଯାଇଥିଲା। ସେ ଫୁସ୍‌ଫୁସ୍ ଜନିତ ରୋଗରେ ପୀଡ଼ିତ ହୋଇ ଚିକିତ୍ସିତ ହେଉଥିବା ବେଳେ ଗୁରୁବାର Continue Reading
Seo wordpress plugin by www.seowizard.org.