Home Posts tagged draupadi murmu at naveen niwas
Odisha News
ଭୁବନେଶ୍ବର, ୮/୭: ଦିଲ୍ଲୀ ଫେରିଯିବା ପୂର୍ବରୁ ଏନଡିଏର ରାଷ୍ଟ୍ରପତି ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ବାସଭବନ ନବୀନ ନିବାସକୁ ନିମନ୍ତ୍ରିତ ହୋଇ ଯାଇଥିଳେ ।ସେଠାରେ ନବୀନଙ୍କ ସହ କିଛି ସମୟ ଆଲୋଚନା କରିଥିଲେ। ଏହାପରେ ଭଉଣୀ ଦ୍ରୌପଦୀ ମୁର୍ମୁଙ୍କୁ ମଧ୍ୟାହ୍ନ ଭୋଜନରେ ଆପ୍ୟାୟିତ କରିଥିଲେ ଭାଇ ନବୀନ। ମଧ୍ୟାହ୍ନ ଭୋଜନରେ ଦ୍ରୌପଦୀଙ୍କୁ ପରଷା ଯାଇଥିଲା ନିରାମିଷ ଭେଜନ।ଏଥିରେ ସ୍ବାଦିଷ୍ଠ ଓଡ଼ିଆ ଖାଦ୍ୟ ଥିଲା। ଏହି Continue Reading
Seo wordpress plugin by www.seowizard.org.