Home Posts tagged Draupadi Murmu (Page 2)
Odisha News
ନୂଆଦିଲ୍ଲୀ,୨୧/୬: : ଏନ୍‌ଡିଏ ମେଣ୍ଟ ପକ୍ଷରୁ ଦ୍ରୌପଦୀ ମୁର୍ମୁଙ୍କୁ ରାଷ୍ଟ୍ରପତି ପ୍ରାର୍ଥୀ ଭାବେ ଚୟନ କରାଯାଇଛି । ମୁର୍ମୁ ପୁର୍ବରୁ ଝାଡ଼ଖଣ୍ଡର ପୂର୍ବତନ ରାଜ୍ୟପାଳ ତଥା ଓଡ଼ିଶାର ପୂର୍ବତନ ମନ୍ତ୍ରୀ ରହିଆସିଛନ୍ତି । ଆଜି ଅନୁଷ୍ଠିତ ଏକ ସାମ୍ବାଦିକ ସମ୍ମିଳନୀରେ ବିଜେପି ସଭାପତି ଜେ.ପି.ନଡ୍ଡା ଏହି ଘୋଷଣା କରିଛନ୍ତି ।ଦ୍ରୌପଦୀ ମୁର୍ମୁଙ୍କୁ ଏନଡିଏର ରାଷ୍ଟ୍ରପତି ପ୍ରାର୍ଥୀ ହେବା ଓଡ଼ିଶା ପାଇଁ ଏକ ଗୌରବର ବିଷୟ ବୋଲି କୁହାଯାଉଛି । ଓଡ଼ିଶାର ମୟୁରଭଞ୍ଜ Continue Reading
Seo wordpress plugin by www.seowizard.org.