
ଭୁବନେଶ୍ୱର, ୧୦/୩: ରାଜ୍ୟରେ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ‘ଓସେପା’ ପକ୍ଷରୁ ଗାଇଡଲାଇନ୍ ଜାରି କରାଯାଇଛି। ଡିଇଓ ଓ ଡିପିସି ମାନଙ୍କୁ ଚିଠି ଲେଖି ‘ଓସେପାର’ ରାଜ୍ୟ ପ୍ରକଳ୍ପ ନିର୍ଦ୍ଦେଶକ ମାର୍ଗଦର୍ଶିକା ଜାରି କରିଛନ୍ତି।ଗ୍ରୀଷ୍ମ ପ୍ରବାହ ମୁକାବିଲା ପାଇଁ ଶିକ୍ଷାନୁଷ୍ଠାନ କର୍ତ୍ତୃପକ୍ଷ ପ୍ରସ୍ତୁତ ରହିବାକୁ ଗାଇଡଲାଇନରେ ନିର୍ଦ୍ଦେଶ ରହିଛି। ଶିକ୍ଷାନୁଷ୍ଠାନରେ ପିଇବା ପାଣି ଓ ଓଆର୍ଏସ୍ ମହଜୁଦ ରଖିବାକୁ କୁହାଯାଇଛି।ସେହିପରି ପିଲାମାନଙ୍କୁ ପାଣି Continue Reading