Home Posts tagged durga bhasani
Odisha News
ଭୁବନେଶ୍ୱର,୧୪/୧୦ : ଆଜି ମେଲାଣି ନେବେ ଜଗତ୍‌ଜନନୀ ମା’ ଦୁର୍ଗା। ପୁଣି ଆର ବରଷକୁ ଅପେକ୍ଷା କରିବେ ଭକ୍ତ। ମା’ଙ୍କ ଭସାଣି ଉତ୍ସବ ପାଇଁ ପ୍ରଶାସନ ପକ୍ଷରୁ ବ୍ୟାପକ ପଦକ୍ଷେପ ନିଆଯାଇଛି। ବିଶେଷକରି ଟୁଇନ୍ ସିଟି ଭୁବନେଶ୍ବର-କଟକରେ ଭସାଣି ପାଇଁ କଟକଣା ଜାରି ହୋଇଛି। ଅପରାହ୍ନ ୩ଟାରୁ ଭସାଣି ଶେଷ ହେବା ଯାଏ ଏହି କଟକଣା ବଳବତ୍ତର ରହିବ।କୌଣସି ଯାନାବହନ ବାଣୀବିହାର ପଟୁ ରୁପାଲି ପଟକୁ ଯାଇପାରିବେ ନାହିଁ। କିଟ୍ ଛକ ପଟୁ ନାଲ୍‌କୋ ଛକ ଆଡ଼କୁ […]Continue Reading
Seo wordpress plugin by www.seowizard.org.