Home Posts tagged dz ajex suicide case
Odisha News
ଭୁବନେଶ୍ୱର,୨୧/୩: ଡିଜେ ଆଜେକ୍ସ ଓରଫ ଅକ୍ଷୟ ମହାରଣାଙ୍କ ମୃତଦେହ ବ୍ୟବଚ୍ଛେଦ ରିପୋର୍ଟ ମଙ୍ଗଳବାର ଆସିଛି। ତାଙ୍କ ମୃତ୍ୟୁ ଘଟଣାକୁ ନେଇ ସସପେନ୍ସ ଲାଗି ରହିଥିବା ବେଳେ ଏହି ରିପୋର୍ଟକୁ ନେଇ ଚର୍ଚ୍ଚା ହେଉଛି।ଡିଜେ ଆଜେକ୍ସ ଆତ୍ମହତ୍ୟା କରିଥିବା ଓ ଶ୍ୱାସରୁଦ୍ଧ ହୋଇ ତାଙ୍କର ମୃତ୍ୟୁ ଘଟିଥିବା ରିପୋର୍ଟରେ ଉଲ୍ଲେଖ ହୋଇଛି ବୋଲି କ୍ୟାପିଟାଲ ହସ୍ପିଟାଲ ଡାକ୍ତର ଲକ୍ଷ୍ମୀଧର ସାହୁ ସୂଚନା ଦେଇଛନ୍ତି।ଏହା ସହ ସେ କହିଛନ୍ତି, ଡିଜେ ଆଜେକ୍ସ ବେକରେ ଦାଗ ରହିଥିବା Continue Reading
Odisha News
ଭୁବନେଶ୍ବର,୧୯/୩: ଲୋକପ୍ରିୟ ଓଡ଼ିଆ ଡିଜେ ଆଜେକ୍ସ ଓରଫ ଅକ୍ଷୟ କୁମାର ମହାରଣାଙ୍କ ଆତ୍ମହତ୍ୟା ଘଟଣା ସଂପର୍କରେ ଏବେ ନୂଆ ଚାଞ୍ଚଲ୍ୟକର ତଥ୍ୟ ସାମ୍ନାକୁ ଆସିଲାଣି।ତାଙ୍କ ଆତ୍ମହତ୍ୟା ପଛରେ ଆଜେକ୍ସଙ୍କ ପ୍ରେମିକା ଏବଂ ଜଣେ ସହପାଠୀଙ୍କର ହାତ ଥିବା କୁହାଯାଉଛି। ଏହି ଘଟଣାରେ ଆଜି ଡିଜେ ଆଜେକ୍ସଙ୍କ ପରିବାର ଲୋକଙ୍କ ପକ୍ଷରୁ ଥାନାରେ ଏତଲା ଦିଆଯାଇଛି। ଡିଜେ ଆଜେକ୍ସଙ୍କ ମୃତ୍ୟୁ ପଛରେ ତାଙ୍କ ପ୍ରେମିକା ଓ ପ୍ରେମିକାଙ୍କ ବନ୍ଧୁଙ୍କ ହାତ ରହିଛି ବୋଲି ସେମାନେ Continue Reading
Seo wordpress plugin by www.seowizard.org.