
ଭୁବନେଶ୍ବର,୩/୪: ଓଡ଼ିଶା ସରକାରୀ ହାଇସ୍କୁଲର ଚୁକ୍ତିଭିତ୍ତିକ ଶିକ୍ଷକଙ୍କ ଚାକିରି ନିୟମିତ କରିବା ନେଇ ମୁଖ୍ୟ ଶାସନ ସଚିବଙ୍କ ସ୍ତରରେ ବିଚାରବିମର୍ଶ ଚାଲିଛି। ଏଣୁ ଶିକ୍ଷକମାନେ ଆନ୍ଦୋଳନ ଛାଡ଼ି ଧୈର୍ଯର ସହ ଅପେକ୍ଷା କରନ୍ତୁ। ଏଭଳି କହିଛନ୍ତି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ମନ୍ତ୍ରୀ ସମୀରରଞ୍ଜନ ଦାଶ।ଉଲ୍ଲେଖଯୋଗ୍ୟ, ଗତ ଶନିବାରଠାରୁ ଅନିର୍ଦ୍ଦିଷ୍ଟ କାଳ ପର୍ଯ୍ୟନ୍ତ ମହାତ୍ମାଗାନ୍ଧୀ ମାର୍ଗରେ ଧାରଣା ଦେଇଛି ଓଡ଼ିଶା ସରକାରୀ ହାଇସ୍କୁଲ ଚୁକ୍ତିଭିତ୍ତିକ Continue Reading