Home Posts tagged eid ul-fitr
Odisha News
ଭୁବନେଶ୍ବର, ୧୧/୪:ଆନନ୍ଦ ଉତ୍ସାହର ସହ ଆଜି ପାଳିତ ହେବ ଇଦ୍-ଉଲ-ଫିତର। କଟକସ୍ଥିତ ଅଞ୍ଜୁମନ ଇସଲାମିୟା ଚାନ୍ଦ କମିଟି ଆଜି ଇଦ୍ ପାଳନ ପାଇଁ ନିଷ୍ପତ୍ତି ନେଇଥିଲା।ଇଦ୍ ନେଇ ଭାଇଚାରର ସହର କଟକରେ ଇସଲାମ ଧର୍ମାବଲମ୍ବୀଙ୍କ ଭିତରେ ବେଶ ଉତ୍ସାହ ଦେଖିବାକୁ ମିଳିଛି। ବିଭିନ୍ନ ମସଜିଦରେ ସମୂହ ନମାଜ ପାଠ ପଢିବା ପାଇଁ ପ୍ରସ୍ତୁତି କରାଯାଇଛି।ନିଷ୍ଠାର ସହ ପୂରା ମାସ ପବିତ୍ର ରୋଜା ବା ଉପବାସ ପାଳିଥିଲେ ଇସଲାମ ଧର୍ମାବଲମ୍ବୀ। ଅନ୍ୟପକ୍ଷରେ ଭଦ୍ରକ ସହରରେ ବି Continue Reading