Home Posts tagged ELECTRICE BILL REDUCE PER UNIT
Odisha News
ଭୁବନେଶ୍ବର, ୧୩/୨: ଗ୍ରୀଷ୍ମଋତୁର ଆଗମନ ପୂର୍ବରୁ ଘରୋଇ ଉପଭୋକ୍ତାଙ୍କ ପାଇଁ ଖୁସି ଖବର ଆସିଛି। ଗ୍ରୀଷ୍ମଦିନରେ ଏସି ଓ କୁଲରର ବ୍ୟବହାର ଯୋଗୁଁ ବିଦ୍ୟୁତ୍ ବିଲ୍ ଅଧିକ ଆସିବାନେଇ ଚିନ୍ତାରୁ ସାମାନ୍ୟ ଆଶ୍ବସ୍ତି ମିଳିଛି। ଓଡ଼ିଶା ଇଲେକ୍ଟ୍ରିସିଟି ରେଗୁଲେଟରି କମିସନ (ଓଇଆରସି) ଆଜି ଘରୋଇ ଉପଭୋକ୍ତାଙ୍କ ପାଇଁ ବିଜୁଳି ଦର ହ୍ରାସ କରିଛନ୍ତି।ଘରୋଇ ଉପଭୋକ୍ତାଙ୍କ ପାଇଁ ପ୍ରତ୍ୟେକ ସ୍ଲାବରେ ୧୦ ପଇସା ହ୍ରାସ ହେବ ବୋଲି ଓଇଆରସି କହିଛନ୍ତି। ଘରୋଇ ବ୍ୟତୀତ Continue Reading
Seo wordpress plugin by www.seowizard.org.