
ବାରିପଦା,୧୩/୧: ଶିମିଳିପାଳ ଅଭୟାରଣ୍ୟ ସୁରକ୍ଷାରେ ନିୟୋଜିତ ଥିବା ପୋଷା ହାତୀ ମହିନ୍ଦ୍ରାର ମୃତ୍ୟୁ ଘଟିଛି। ରବିବାର ରାତି ସାଢ଼େ ୯ଟାରେ ମୃତ୍ୟୁ ହୋଇଥିବା ନେଇ ଜଣାପଡ଼ିବା ପରେ ବନକର୍ମଚାରୀ ଓ ପ୍ରାଣୀପ୍ରେମୀଙ୍କ ମଧ୍ୟରେ ଗଭୀର ଆଘାତ ଲାଗିଛି। ସାଢ଼େ ୧୧ ଫୁଟ ଉଚ୍ଚ ମହିନ୍ଦ୍ରାର ବୟସ ୬୫ ବର୍ଷ ହେବ ବୋଲି ଜଣାପଡ଼ିଛି।ଶିମିଳିପାଳ ଅଭୟାରଣ୍ୟର ବ୍ୟାଘ୍ର ସଂରକ୍ଷଣ ପ୍ରକଳ୍ପରେ ମହିନ୍ଦ୍ରା ହାତୀ ପିଠିରେ ବସି କର୍ମଚାରୀମାନେ ପାଟ୍ରୋଲିଂ କରୁଥିଲେ। ଶିକାରୀ ଓ Continue Reading