Home Posts tagged ELEPHANT DIES ELECTRIC
Odisha News
ସମ୍ବଲପୁର,୧୭/୬ : ସମ୍ବଲପୁର ସଦର ଫରେଷ୍ଟ ରେଞ୍ଜ ଅନ୍ତର୍ଗତ ବସିଆପଡ଼ା ଗାଁର ଡାଲଖାଇପଡ଼ାରେ ଏକ ଦନ୍ତା ହାତୀର ମୃତ୍ୟୁ ଘଟିଛି। ଆଜି ଭୋରରେ ଘଟିଛି ଏହି ଘଟଣା।ଦନ୍ତା ହାତୀଟି ଧାନ-ଚାଉଳ ଖାଇବା ଉଦ୍ଦେଶ୍ୟରେ ଗାଁକୁ ପଶିଥିବା ବେଳେ ଜଣଙ୍କର ଘର ଭାଙ୍ଗିବାକୁ ଉଦ୍ୟମ କରୁଥିବା ସମୟରେ ବିଦ୍ୟୁତ୍ ତାର ସଂସ୍ପର୍ଶରେ ଆସିଯିବାରୁ ତା’ର ମୃତ୍ୟୁ ଘଟିଥିବା କୁହାଯାଉଛି। ତେବେ ହାତୀଟିର ମୃତ୍ୟର ପ୍ରକୃତ କାରଣ ଜଣାପଡ଼ିନାହିଁ। ଖବର ପାଇ ବନ ବିଭାଗ କର୍ମଚାରୀ ଘଟଣାସ୍ଥଳରେ Continue Reading
Seo wordpress plugin by www.seowizard.org.