ଭୁବନେଶ୍ୱର, ୩୧/୧୨ : ଅଲଚିକି ଲିପି ଏବଂ ସାନ୍ତାଳୀ ଭାଷା ସାହିତ୍ୟର ପ୍ରଚାରକ ମାଳତୀ ମୁର୍ମୁଙ୍କ ପରଲୋକ ଘଟିଛି । ଭୁବନେଶ୍ୱର ୟୁନିଟ୍-୬ ସ୍ଥିତ ସରକାରୀ ବାସଭବନରେ ସେ ଶେଷ ନିଃଶ୍ୱାସ ତ୍ୟାଗ କରିଛନ୍ତି । ମୃତ୍ୟୁ ବେଳକୁ ତାଙ୍କୁ ୫୧ ବର୍ଷ ବୟସ ହୋଇଥିଲା ।ମାଳତୀ ମୁର୍ମୁ ମିସନ ଅଲଚିକିର ଦୃଢ଼ ସଂଗଠକ ଥିଲେ । ସାନ୍ତାଳୀ ଏବଂ ଅଲିଚିକି ଲିପିର ପ୍ରଚାର ପ୍ରସାରରେ ସେ ପ୍ରମୁଖ ଭୂମିକା ଗ୍ରହଣ କରିଥିଲେ । ମାଳତୀ ମାସିକ […]Continue Reading




