
ବିଶିଷ୍ଟ କବି ରମାକାନ୍ତ ରଥଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀଙ୍କ ଶୋକ, ରାଷ୍ଟ୍ରୀୟ ମର୍ଯ୍ୟାଦାର ସହ ହେବ ଶେଷକୃତ୍ୟ ସମ୍ପନ୍ନ
ଭୁବନେଶ୍ବର, ୧୬/୩ : ‘ଶ୍ରୀରାଧା’ର ସ୍ରଷ୍ଟା ତଥା ପ୍ରଖ୍ୟାତ ସାହିତ୍ୟିକ ରମାକାନ୍ତ ରଥଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଓ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଶୋକ ପ୍ରକାଶ କରିଛନ୍ତି।ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କହିଛନ୍ତି, ପଦ୍ମ ଭୂଷଣ ପୁରସ୍କାରପ୍ରାପ୍ତ ପୂର୍ବତନ ପ୍ରଶାସନିକ ଅଧିକାରୀ ତଥା ସାହିତ୍ୟିକ ରମାକାନ୍ତ ରଥଙ୍କ ଦେହାନ୍ତ ବିଷୟରେ ଜାଣି ମୁଁ ଦୁଃଖିତ।ଭାରତୀୟ ପ୍ରଶାସନିକ ସେବା ସହ ସାହିତ୍ୟ ଜଗତରେ ନିଜ ଅବଦାନ Continue Reading