Home Posts tagged ex bbsr municipality chairman dr jaganath mahapatra passes away
Odisha News
ଭୁବନେଶ୍ବର,୧୪/୬: ଭୁବନେଶ୍ବର ପୌର ନିଗମର ପ୍ରଥମ ମେୟର୍ ଡାକ୍ତର ଜଗନ୍ନାଥ ମହାପାତ୍ରଙ୍କର ଆଜି ସକାଳେ ତାଙ୍କର ସହିଦ ନଗରସ୍ଥିତ ବାସଭବନରେ ପରଲୋକ ହୋଇଛି। ମୃତ୍ୟୁ ବେଳକୁ ତାଙ୍କୁ ୮୪ ବର୍ଷ ବୟସ ହୋଇଥିଲା।ସେ ଜଣେ ସମାଜସେବୀ ଓ ରାଜନେତା ତଥା ଚିକିତ୍ସକ ଭାବେ ବେଶ ଜଣାଶୁଣା ଥିଲେ। ତାଙ୍କର ଧର୍ମପତ୍ନୀ ଡକ୍ଟର ସଂଘମିତ୍ରା ମିଶ୍ର ଓଡ଼ିଶାର ଜଣେ ବିଶିଷ୍ଟ ସାହିତ୍ୟିକା। ଡାକ୍ତର ଜଗନ୍ନାଥ ମହାପାତ୍ରଙ୍କ ବିୟୋଗରେ ବିଭିନ୍ନ ମହଲରେ ଶୋକର ଛାୟା Continue Reading
Seo wordpress plugin by www.seowizard.org.