ଭୁବନେଶ୍ୱର,୨୫/୭: ନିଟ୍ ପେପର ଲିକ୍ ବିବାଦକୁ ନେଇ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଇସ୍ତଫା ଦେଇଛନ୍ତି। ଇତିମଧ୍ୟରେ ବିଭିନ୍ନ ରାଜନୈତିକ ବ୍ୟକ୍ତିବିଶେଷ ସେମାନଙ୍କର ପ୍ରତିକ୍ରିୟା ରଖୁଛନ୍ତି। ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିରୋଧୀ ଦଳ ନେତା ନବୀନ ମଧ୍ୟ ଏହି ଘଟଣାରେ ସୋସିଆଲ ମିଡିଆରେ ଏକ ପୋଷ୍ଟ କରିଛନ୍ତି।ଏଥିରେ ସେ କହିଛନ୍ତି, ଏହି ବିଜୟ ପାଇଁ ମୁଁ ଭାରତର ଯୁବପିଢ଼ିଙ୍କୁ, ବିଶେଷକରି Gen-Zଙ୍କୁ ଅଭିନନ୍ଦନ ଜଣାଉଛି। ଜନମତ ପ୍ରତି Continue Reading




