Home Posts tagged ex cm naveen patnaik (Page 2)
Odisha News
ଭୁବନେଶ୍ବର , ୨୮/୧୦ : ବାତ୍ୟା ମୋନ୍ଥାକୁ ନେଇ ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ଜନସାଧାରଣଙ୍କୁ ବାର୍ତ୍ତା ଦେଇଛନ୍ତି । ବାତ୍ୟାକୁ ଭୟ ନକରି ସତର୍କ ରୁହନ୍ତୁ । ଆମେ ଅନେକ ବାତ୍ୟାର ମୁକାବିଲା କରିଛୁ, ଏଥର ମଧ୍ୟ କରିବା । ପ୍ରଶାସନକୁ ସହଯୋଗ କରିବାକୁ ଲୋକଙ୍କୁ ଅପିଲ୍ କଲେ ନବୀନ । ଲୋକଙ୍କ ସହ ରୁହନ୍ତୁ ବିଜେଡି କର୍ମୀ ବୋଲି ନବୀନ କହିଛନ୍ତି ।ସୋସିଆଲ ମିଡିଆ ପ୍ଲାଟଫର୍ମ ‘ଏକ୍ସ’ରେ ଏକ […]Continue Reading
Odisha News
ଭୁବନେଶ୍ୱର , ୧୬/୧୦: ଆଜି ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ଜନ୍ମଦିନ । ୮୦ ବର୍ଷରେ ପାଦ ଥାପିଛନ୍ତି ନବୀନ ପଟ୍ଟନାୟକ । ନିଜର ନିଆରା ଓ ଭିନ୍ନ ରାଜନୀତି ପାଇଁ ସବୁବେଳେ ଚର୍ଚ୍ଚାରେ ଥିବା ନବୀନ ଏଥର ନିଜ ଜନ୍ମଦିନକୁ ଭିନ୍ନ ଢ଼ଙ୍ଗରେ ପାଳନ କରିବେ । ଏହି ଅବସରରେ ତାଙ୍କୁ ଚାରିଆଡୁ ଛୁଟିଛି ଶୁଭେଚ୍ଛାର ସୁଅ ।ଏହି ଅବସରରେ ଫୋନ କରି ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ […]Continue Reading
Odisha News
ଭୁବନେଶ୍ୱର, ୭/୯ : ସଂପୂର୍ଣ୍ଣ ସୁସ୍ଥ ହୋଇ ନବୀନ ନିବାସରେ ମାରାଥନ ବୈଠକ ପରେ ରବିବାର ଚାରି ଦିନିଆ ଦିଲ୍ଲୀ ଗସ୍ତରେ ବିଜେଡି ସଭାପତି ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ । ୯ ତାରିଖରେ ନିର୍ବାଚନ ଥିବାରୁ ନବୀନଙ୍କ ଦିଲ୍ଲୀ ଗସ୍ତ ଅନେକ ଗୁରୁତ୍ୱ ବହନ କରୁଛି । ଏ ପର୍ଯ୍ୟନ୍ତ ସ୍ଥିତି ସ୍ପଷ୍ଟ ହୋଇନି ଯେ, ବିଜେଡିର ସାତ ରାଜ୍ୟସଭା ସାଂସଦ ଏନଡିଏ ନା ବିରୋଧୀ ଇଣ୍ଡିଆ ମେଣ୍ଟର ପ୍ରାର୍ଥୀଙ୍କୁ ଭୋଟ୍ ଦେବେ […]Continue Reading
Odisha News
ଭୁବନେଶ୍ୱର, ୨୧/୮ : ଡିହାଇଡ୍ରେସନ କାରଣରୁ ଅସୁସ୍ଥ ହୋଇ ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସିତ ହେଉଥିବା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଡିସଚାର୍ଜ ହୋଇଛନ୍ତି ।ସୁସ୍ଥ ହୋଇ ସେ ଆଜି ନବୀନ ନିବାସକୁ ଫେରିଛନ୍ତି । ହସ୍ପିଟାଲ ଫେରିବା ପରେ ନବୀନ ଏକ ଭିଡିଓ ଜାରି କରିଛନ୍ତି ।ଯେଉଁଥିରେ ସେ ସଂପୂର୍ଣ୍ଣ ଭଲ ଥିବା କହିଛନ୍ତି । ଭଲ ଯତ୍ନ ନେଇଥିବା ସମ ଅଲଟିମେଡ ମେଡିକେୟାରର ଷ୍ଟାଫଙ୍କୁ ଧନ୍ୟବାଦ ଦେଇଛନ୍ତି ବିରୋଧୀ ଦଳ ନେତା ନବୀନ […]Continue Reading
Odisha News
ନୂଆଦିଲ୍ଲୀ/ଭୁବନେଶ୍ୱର,୨୦/୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବୁଧବାର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକଙ୍କ ସହ ଫୋନ୍‌ରେ କଥା ହୋଇଛନ୍ତି। ମୋଦି ନବୀନଙ୍କ ସ୍ବାସ୍ଥ୍ୟାବସ୍ଥା କଥା ପଚାରି ବୁଝିବା ସହ ତାଙ୍କର ଆଶୁ ଆରୋଗ୍ୟ କାମନା କରିଛନ୍ତି। ଏଥିସହିତ ନବୀନଙ୍କୁ ବିଶ୍ରାମ ନେବାକୁ ପରାମର୍ଶ ଦେଇଛନ୍ତି ମୋଦି। ସମ୍ପୂର୍ଣ୍ଣ ସୁସ୍ଥ ହେବା ପରେ ଦିଲ୍ଲୀ ଆସିଲେ ନବୀନଙ୍କୁ ଭେଟିବାକୁ ବି କହିଛନ୍ତି ପ୍ରଧାନମନ୍ତ୍ରୀ।ଶୁକ୍ରବାର Continue Reading
Odisha News
ଭୁବନେଶ୍ୱର, ୧୮/୮ : ବିଜେଡ଼ି ସୁପ୍ରିମୋ ନବୀନ ପଟ୍ଟନାୟକ ଧିରେ ଧିରେ ସୁସ୍ଥ ହେଉଛନ୍ତି । ଖୁବ ଶୀଘ୍ର ସେ ହସ୍ପିଟାଲରୁ ଡିସଚାର୍ଜ ହେବେ ।କିନ୍ତୁ ନବୀନଙ୍କୁ ନେଇ ରାଜନୀତି ଆରମ୍ଭ ହୋଇଛି । ମେଡ଼ିକାଲରେ ନବୀନଙ୍କୁ ଭେଟିବାକୁ ଉଭୟ ବିଜେପି ଓ କଂଗ୍ରେସ ନେତୃବୃନ୍ଦ ଯାଇଥିବାବେଳେ ସେମାନଙ୍କୁ ଅନୁମତି ନ ମିଳିବାରୁ କ୍ଷୋଭ ପ୍ରକାଶ ପାଇଛି ।ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ନବୀନ ବର୍ତ୍ତମାନ ଚିକିତ୍ସାଧୀନ ଅଛନ୍ତି । ସୋମବାର ବରିଷ୍ଠ ବିଜେଡ଼ି ନେତା ଦେବୀ Continue Reading
Odisha News
ଭୁବନେଶ୍ୱର,୧୭/୮: ବିରୋଧୀଦଳ ନେତା ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅସୁସ୍ଥ ଥିବା ଜଣାପଡିଛି। ତାଙ୍କୁ ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଡିହାଇଡ୍ରେସନ୍ ଯୋଗୁ ସେ ଅପରାହ୍ନ ୫ଟା ୧୫ରେ ଭର୍ତ୍ତି ହୋଇଥିବା ହସ୍ପିଟାଲ ପକ୍ଷରୁ ସୂଚନା ମିଳିଛି।କିଛି ଦିନ ପୂର୍ବରୁ ମୁମ୍ବାଇର କୋକିଳବେନ ହସ୍ପିଟାଲରେ ଅପରେଶନ କରାଇ ଫେରିଥିବା ନବୀନଙ୍କର ସ୍ୱାସ୍ଥ୍ୟବସ୍ଥା ଆଉ ମଧ୍ୟ ଠିକ ନ ଥିବା ଜଣାପଡ଼ିଛି। ଗତ ସାଧାରଣ ନିର୍ବାଚନ ସମୟରେ Continue Reading
Odisha News
ଭୁବନେଶ୍ୱର,୨୦/୩: ୨୦୨୪ ନିର୍ବାଚନରେ ବିଜେଡି ନେତା ଭି କେ ପାଣ୍ଡିଆନ୍ ରାଜନୀତିରୁ ସନ୍ୟାସ ଘୋଷଣା କରିଥିଲେ। କିନ୍ତୁ ତାଙ୍କୁ ନେଇ ଓଡ଼ିଶା ରାଜନୀତିରେ ଚର୍ଚ୍ଚା ଥମିବାର ନାଁ ଧରୁନି। ଅଧିକାଂଶ ସମୟରେ ଭାଜପା ନେତାମାନେ ତାଙ୍କୁ ଟାର୍ଗେଟ୍ କରିବାକୁ ପଛାଉ ନାହାନ୍ତି। ଏହି କ୍ରମରେ ଗୁରୁବାର ଭାଜପା ବିଧାୟକ ପଦ୍ମଲୋଚନ ପଣ୍ଡାଙ୍କ ସାଙ୍ଘାତିକ ଗୁମର ଖୋଳିଛନ୍ତି।ସେ କହିଛନ୍ତି, ପାଣ୍ଡିଆନ ନବୀନ ବାବୁଙ୍କୁ ପାଗଳ କରି ରଖିଥିଲେ। କେତେବେଳେ ଫ୍ଲାଇଂ କିସ Continue Reading
Odisha News
ଭୁବନେଶ୍ୱର,୬/୧: ଦରଦାମ ବୃଦ୍ଧି ପ୍ରତିବାଦରେ ରାଜରାସ୍ତକୁ ଓହ୍ଲାଇଛନ୍ତି ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ। ଲୋୟର ପିଏମଜିରୁ ଓଡ଼ିଶା ସରକାରଙ୍କୁ ବର୍ଷିଛନ୍ତି ନବୀନ। ନବୀନ ଦଳବଳ ସହ ଏକାଠି ହୋଇ ରାଜରାସ୍ତାରେ ଗର୍ଜନ କରିଛନ୍ତି।ଆନ୍ଦୋଳନରେ ଭାଗ ନେଇ ଗଣବିକ୍ଷୋଭକାରୀଙ୍କ ମନରେ ରଣହୁଙ୍କାର ଭରିଛନ୍ତି ନବୀନ । ଭାଜପା ଦେଇଥିବା ମିଛ ପ୍ରତିଶ୍ରୁତି ଓ ବିଫଳ ଅର୍ଥନୈତିକ ପରିଚାଳନା ଏବଂ ଅହେତୁକ ଦରବୃଦ୍ଧିକୁ ମୁଖ୍ୟ ପ୍ରସଙ୍ଗ କରି ରାଜରାସ୍ତାରୁ ସିଧା Continue Reading
Odisha News
ଭୁବନେଶ୍ୱର,୨/୧: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ବିରୋଧୀଦଳ ନେତା ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ଚିଠି ଲେଖିଛନ୍ତି। ଅଦିନିଆ ବର୍ଷାରେ ଚାଷ କ୍ଷତି ଭରଣା ପାଇଁ ଏହି ଚିଠି ଜରିଆରେ ଦାବି ଜଣାଇଛନ୍ତି ନବୀନ। ନବୀନ ଲେଖିଛନ୍ତି, ନିର୍ଦ୍ଧାରିତ ସମୟ ମଧ୍ୟରେ ସରକାର କ୍ଷତିପୂରଣ ଦିଅନ୍ତୁ। ବାରମ୍ବାର ପ୍ରାକୃତିକ ବିପର୍ଯ୍ୟୟ କାରଣରୁ ସ୍ବତନ୍ତ୍ର ରାଜ୍ୟ ପାହ୍ୟା ମଧ୍ୟ ଦାବି କରିଛନ୍ତି ନବୀନ।ଅନ୍ୟପକ୍ଷରେ ମୋହନ ମଧ୍ୟ ଆଜି ନବୀନଙ୍କ ନାଁ ନ ନେଇ Continue Reading