
ଭୁବନେଶ୍ୱର,୨୨/୧୨ : ପୂର୍ବତନ ବିଧାୟକ ବିଜୟ ମହାନ୍ତିଙ୍କର ରବିବାର ପରଲୋକ ହୋଇଯାଇଛି। ମୃତ୍ୟୁ ବେଳକୁ ତାଙ୍କୁ ୬୦ ବର୍ଷ ହୋଇଥିଲା। ଭୁବନେଶ୍ୱରର କ୍ୟାପିଟାଲ ହସ୍ପିଟାଲରେ ତାଙ୍କୁ ମୃତ ଘୋଷଣା କରାଯାଇଛି। ତେବେ ତାଙ୍କର ମୃତ୍ୟୁ କେମିତି ହେଲା, ତାହା ସ୍ପଷ୍ଟ ହୋଇପାରିନାହିଁ।ମିଳିଥିବା ସୂଚନା ଅନୁଯାୟୀ, ବିଜୟ ମହାନ୍ତି ଭୁବନେଶ୍ୱରର ଏକ ଗେଷ୍ଟ ହାଉସ୍ରେ ଥିଲେ। କିନ୍ତୁ ସେଠାରେ ଅଚେତ ହୋଇଯାଇଥିଲେ। ଫଳରେ ତାଙ୍କୁ କ୍ୟାପିଟାଲ ହସ୍ପିଟାଲରେ ଭର୍ତ୍ତି Continue Reading