ମୁମ୍ବାଇ,୨/୩: ବୁଧବାର ଉତ୍ତରପ୍ରଦେଶର ଲକ୍ଷ୍ନୌରେ ବଲିଉଡ ଅଭିନେତା ଶାହରୁଖ ଖାନଙ୍କ ପତ୍ନୀ ଗୌରୀ ଖାନଙ୍କ ବିରୋଧରେ ଏକ ମାମଲା ପଞ୍ଜିକୃତ ହୋଇଛି। ଗୌରୀ ଖାନଙ୍କ ବିରୋଧରେ ଭାରତୀୟ ଦଣ୍ଡବିଧି ସଂହିତା (ଆଇପିସି) ର ଧାରା ୪୦୯ (ଟ୍ରଷ୍ଟର ଅପରାଧିକ ଉଲ୍ଲଂଘନ) ଅନୁଯାୟୀ ପଞ୍ଜିକୃତ ହୋଇଛି।ମୁମ୍ବାଇର ବାସିନ୍ଦା ଜସୱନ୍ତ ଶାହ ଅଭିଯୋଗ କରିଛନ୍ତି ଯେ, ଯେଉଁ କମ୍ପାନୀରେ ଗୌରୀ ବ୍ରାଣ୍ଡ ଆମ୍ବାସାଡର ଅଛନ୍ତି, ସେହି କମ୍ପାନୀ ତାଙ୍କୁ ଠକିଛି। ରିଏଲଇଷ୍ଟେଟ ବ୍ୟବସାୟ Continue Reading