Home Posts tagged fire accident
Odisha News
କାମାକ୍ଷାନଗର, ୧୮/୫: କାମାକ୍ଷାନଗର ବ୍ଲକ ପୁରୁଣା ସଭାଗୃହରେ ଅଗ୍ନିକାଣ୍ଡ ଘଟିଛି। ଏହି ଅଗ୍ନିକାଣ୍ଡରେ ୨ଟି ଏସି, ଫ୍ୟାନ, ଚେୟାର, ଟେବୁଲ ସମେତ ଲକ୍ଷାଧିକ ଟଙ୍କାର ସାମଗ୍ରୀ ଜଳିପୋଡ଼ି ପାଉଁଶ ହୋଇଯାଇଛି। ବିଳମ୍ବିତ ରାତିରେ ଏହି ଅଗ୍ନିକାଣ୍ଡ ଘଟିଥିବା ସୂଚନା ରହିଛି।ଅଗ୍ନିକାଣ୍ଡର କାରଣ ଅସ୍ପଷ୍ଟ ରହିଥିବା ବେଳେ ଇଲେକ୍ଟ୍ରିକ ସର୍ଟସର୍କିଟ ଯୋଗୁ ହୋଇଥିବା ଅନୁମାନ କରାଯାଉଛି। ସୂଚନା ଅନୁସାରେ ବ୍ଲକର ଉପର ମହଲାରେ ଥିବା ପୁରୁଣା ସଭାଗୃହରେ Continue Reading
Odisha News
ଖୋର୍ଦ୍ଧା,୨୮/୧୨ : ଖୋର୍ଦ୍ଧାସ୍ଥିତ ଏକ ରିଫାଇନ୍ ତେଲ ଫ୍ୟାକ୍ଟ୍ରିରେ ଆଜି ଭୟାବହ ଅଗ୍ନିକାଣ୍ଡ ଘଟି ଯାଇଛି। ସର୍ଟସର୍କିଟରୁ ଏହି ଅଗ୍ନିକାଣ୍ଡ ହୋଇଥିବା ପ୍ରାଥମିକ ତଦନ୍ତରୁ ଜଣାପଡ଼ିଥିବା ବେଳେ ଲକ୍ଷାଧିକ ଟଙ୍କାର ସାମଗ୍ରୀ ନଷ୍ଟ ହୋଇ ଯାଇଛି।ରିଫାଇନ୍ ତେଲ ଫ୍ୟାକ୍ଟ୍ରିଟି ବାଘମାରୀ ଥାନା ସାରୁଅ ଶିଳ୍ପାଞ୍ଚଳରେ ଥିବା ଜଣାଯାଇଛି। ଆଜି ଦିନ ବେଳା ଉକ୍ତ ଫ୍ୟାକ୍ଟ୍ରିରେ କର୍ମଚାରୀ କାମରେ ନିୟୋଜିତ ଥିଲେ। ଉକ୍ତ ସମୟରେ ଫ୍ୟାକ୍ଟ୍ରିର ଗୋଦାମ ଓ ଅଫିସ ରୁମ୍ରେ Continue Reading
Seo wordpress plugin by www.seowizard.org.