କଟକ, ୧/୪ : କଟକ ଦୋଳମୁଣ୍ଡାଇ ଭିଆଇପି ସୋ ରୁମରେ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଛି। ସର୍ଟ ସର୍କିଟ ଯୋଗୁ ଘଟିଛି ଏହି ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଥିବା କୁହାଯାଇଛି। ଘଟଣାସ୍ଥଳରେ ଅଗ୍ନିଶମ ବାହିନୀ ପହଞ୍ଚି ଏକ ଘଣ୍ଟା ପରିଶ୍ରମ ପରେ ନିଆଁକୁ ସମ୍ପୂର୍ଣ୍ଣ ଆୟତ୍ତ କରିଥିଲା।ଆଜି ସକାଳ ୧୦ଟା ସମୟରେ ଦୋକାନ ଖୋଲିବା ସମୟରେ ଏସି ଅନ କରିବା ପରେ ହଠାତ ଏସି ଟି ଫାଟି ଯାଇଥିଲା। ଯାହା ଫଳରେ ଦୁଇ ମହଲା କୋଠା ବିଶିଷ୍ଠ […]Continue Reading
ଭୁବନେଶ୍ୱର, ୨୯/୧: ମେଡ଼ିସିନ ଗୋଦାମରେ ଭୟାବହ ଅଗ୍ନିକାଣ୍ଡ । ଫଳରେ ଜଳି ପୋଡ଼ି ଛାରଖାର ହୋଇଯାଇଛି ଲକ୍ଷ ଲକ୍ଷ ଟଙ୍କାର ଔଷଧ ସାମଗ୍ରୀ ।ଏଭଳି ଏକ ଅଭାବନୀୟ ଘଟଣା ଘଟିଛି ଭୁବନେଶ୍ୱର ରୁଦ୍ରପୁରସ୍ଥିତ ଫାର୍ମା ୱାଲ୍ଡ ଗୋଦାମରେ । ଅଗ୍ନିଶମ ବାହିନୀ ଓ ସ୍ଥାନୀୟ ଲୋକେ ନିଆଁ ଲିଭାଇବାକୁ ଉଦ୍ୟମ ଜାରି ରଖିଛନ୍ତି ।ବୁଧବାର ସକାଳୁ ସକାଳୁ ରୁଦ୍ରପୁରରେ ଥିବା ସିମ୍ଫୋନୀ ମଲ ନିକଟସ୍ଥ ଫାର୍ମା ୱାର୍ଲ୍ଡ ମେଡ଼ିସିନ୍ ଗୋଦାମରେ କୌଣସି କାରଣ ବଶତଃ ନିଆଁ ଲାଗି […]Continue Reading
ବ୍ରହ୍ମପୁର,୨୭/୧୨: ବ୍ରହ୍ମପୁରର ଏକ ଇଲେକ୍ଟ୍ରି ଗାଡ଼ି ଶୋ’ ରୁମ୍ରେ ଶୁକ୍ରବାର ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଟାଉନ ଥାନା ରେଡ୍ଡୀ ଗ୍ୟାରେଜ ଛକ ନିକଟ ଶୋ’ ରୁମ୍ରେ ଶଟ୍ସର୍କିଟ୍ରୁ ଅଗ୍ନିକାଣ୍ଡ ହୋଇଥିବା ସନ୍ଦେହ କରାଯାଉଛି। ତେବେ ଏହି ଅଗ୍ନିକାଣ୍ଡରେ ଏକାଧିକ ଗାଡ଼ି ଜଳିପୋଡ଼ି ଛାରଖାର ହୋଇଯାଇଛି। ଘଟଣାସ୍ଥଳରେ ଅଗ୍ନିଶମ ବାହିନୀ ପହଞ୍ଚି ନିଆଁକୁ ଆୟତ୍ତ କରିଛି।Continue Reading
କେନ୍ଦୁଝର,୧୧/୧୨: କେନ୍ଦୁଝର ଜିଲ୍ଲାର ଆରାଧ୍ୟ ଦେବୀ ଘଟଗାଁ ମା\’ ତାରିଣୀଙ୍କ ମନ୍ଦିର ସମ୍ମୁଖରେ ଥିବା ଭୋଗ ଦୋକାନ ଗୁଡିକରେ ଅଗ୍ନିକାଣ୍ଡ ଘଟି ୧୦ ରୁ ଉର୍ଦ୍ଧ୍ବ ଭୋଗ ଦୋକାନ ଜଳିଯାଇଛି। ତାରିଣୀ ମନ୍ଦିର ୨ ନମ୍ବର ଗେଟ ନିକଟରେ ଏହି ଅଘଟଣ ଘଟିଥିବା ବେଳେ ଅଗ୍ନିକାଣ୍ଡର କାରଣ ଅସ୍ପଷ୍ଟ ରହିଛି କ୍ଷଖବର ପାଇ ଦମକଳ ବାହିନୀ ଘଟଣା ସ୍ଥଳରେ ପହଁଚି ନିଆଁକୁ ଆୟତ୍ତ କରିଥିଲା। ଏହି ଅଗ୍ନିକାଣ୍ଡ ରେ ଭୋଗ ଦୋକାନ ଗୁଡିକରେ ଥିବା ଲକ୍ଷାଧିକ ଟଙ୍କାର […]Continue Reading




