Home Posts tagged first candidates list of congress lokasabha election
Odisha News
ଭୁବନେଶ୍ବର, ୨/୪: ୨୦୨୪ ନିର୍ବାଚନ ପାଇଁ ପ୍ରାର୍ଥୀ ତାଲିକା ଘୋଷଣା କରିଛି କଂଗ୍ରେସ । ୮ ଲୋକସଭା ଓ ୪୯ ବିଧାନସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କରିଛି କଂଗ୍ରେସ ।ପିସିସି ସଭାପତି ଶରତ ପଟ୍ଟନାୟକ ନୂଆପଡ଼ା ଆସନରୁ ପ୍ରାର୍ଥୀ ହୋଇଥିବା ବେଳେ ବଲାଙ୍ଗୀର ବିଧାନସଭା ଆସନରୁ ପ୍ରାର୍ଥୀ ହୋଇଛନ୍ତି ନରସିଂହ ମିଶ୍ରଙ୍କ ପୁଅ ସମରେନ୍ଦ୍ର ମିଶ୍ର। ସେହିଭଳି ପୂର୍ବତନ କେନ୍ଦ୍ରମନ୍ତ୍ରୀ ଭକ୍ତ ଦାସ ନର୍ଲାରୁ ପ୍ରାର୍ଥୀ ହୋଇଥିବା ବେଳେ ଭବାନୀପାଟଣାରୁ ପ୍ରାର୍ଥୀ Continue Reading
Seo wordpress plugin by www.seowizard.org.