Home Posts tagged FISHING STARTS TODAY
Odisha News
ପାରାଦୀପ, ୧୫/୬: ୬୧ ଦିନର କଟକଣା ପରେ ଆଜି ହଟିଛି ନଦୀ, ସମୁଦ୍ର ମୁହାଣରୁ ମାଛଧରା କଟକଣା। ଆଜିଠାରୁ ଆରମ୍ଭ ହୋଇଛି ମାଛଧରା।ସୂଚନାଯୋଗ୍ୟ, ମତ୍ସ୍ୟ ସଂରକ୍ଷଣକୁ ଆଖି ଆଗରେ ରଖି ଏପ୍ରିଲ ୧୫ରୁ ଜୁନ୍ ୧୪ ତାରିଖ ପର‌୍ୟ୍ୟନ୍ତ ୬୧ ଦିନ ସମୁଦ୍ରରେ ମାଛ ଧରା ବନ୍ଦ ରହିଥିଲା। ଦୁଇମାସ ଧରି ମତ୍ସ୍ୟଜୀବୀ ସମୁଦ୍ର ଭିତରକୁ ଯିବା ନେଇ କଟକଣା ଲାଗୁ ହୋଇଥିଲା।ଓଡ଼ିଶା ଉପକୂଳରେ ମାଛ ଧରା ବନ୍ଦ ପାଇଁ ନିର୍ଦ୍ଦେଶ ଦିଆଯାଇଥିଲା। ତେବେ ସାଢ଼େ ୮ […]Continue Reading
Seo wordpress plugin by www.seowizard.org.