Home Posts tagged flood situation
Odisha News
ଭୁବନେଶ୍ବର, ୨୧/୮: ସୁବର୍ଣ୍ଣରେଖାରେ ବଡ଼ ବନ୍ୟା। ଝାଡ଼ଖଣ୍ଡର ଗାଲୁଢ଼ି ବ୍ୟାରେଜରେ ୬ ଲକ୍ଷ କ୍ୟୁସେକ ପାଣି ଆସୁଛି। ତେଣୁ ସୁବର୍ଣ୍ଣରେଖା ୬ ଲକ୍ଷ କ୍ୟୁସେକ ପାଣି ଆସୁଛି। ସୁବର୍ଣ୍ଣରେଖା ଅଵବାହିକାରେ ପ୍ରବଳ ବନ୍ୟା ହେବାର ଆଶଙ୍କା ରହିଛି।ମୟୁରଭଞ୍ଜର କିଛି ସ୍ଥାନ, ବାଲେଶ୍ଵରର ବାଲେଶ୍ଵର, ଭୋଗରାଇ ଓ ବସ୍ତା ଅଞ୍ଚଳ ପ୍ରଭାବିତ ହେବ। ଏଭଳି ସୂଚନା ଦେଇଛନ୍ତି ସ୍ବତନ୍ତ୍ର ରିଲିଫ୍ କମିସନର ପ୍ରଦୀପ ଜେନା।ସେ କହିଛନ୍ତି, ଗୋଟିଏ ଓଡ୍ରାଫ ଓ ଗୋଟିଏ ଏନଡ଼ିଆରଏଫ Continue Reading
Odisha News
ଭୁବନେଶ୍ୱର,୧୭/୮: ମୁଣ୍ଡଳିରେ ଜଳସ୍ତର ଏବେ କମିବାରେ ଲାଗିଛି। ତଥାପି ବିପଦ ସଙ୍କେତ ଉପରେ ପ୍ରବାହିତ ହେଉଛି ମହାନଦୀ । ତେବେ ରାଜ୍ୟରେ ଆସନ୍ତା ୨୪ ଘଣ୍ଟା ପର୍ଯ୍ୟନ୍ତ ବନ୍ୟା ସ୍ଥିତି ସମାନ ଭାବେ ବଳବତ୍ତର ରହିବ ବୋଲି କହିଛନ୍ତି ଜଳସମ୍ପଦ ବିଭାଗର ସର୍ବୋଚ୍ଚ ଯନ୍ତ୍ରୀ ବିଜୟ ମିଶ୍ର।ଏନେଇ ସେ କହିଛନ୍ତି, ଆଜି ସକାଳ ୯ଟା ସୁଦ୍ଧା ହୀରାକୁଦର ଜଳସ୍ତର ୬୨୬.୪୭ ଫୁଟ୍ ରହିଛି। ହୀରାକୁଦର ୪୦ଟି ଗେଟ୍ ଦେଇ ଏବେ ବନ୍ୟା ଜଳ ନିଷ୍କାସିତ ହେଉଛି।ଡ୍ୟାମ୍କୁ ୬ […]Continue Reading
Seo wordpress plugin by www.seowizard.org.