
ଭୁବନେଶ୍ବର, ୨୯/୧: ମାଘ ମାସ ଆହୁରି ୧୫ଦିନ ପରେ ସରିବ। କିନ୍ତୁ ମାଘମାସରେ ଶୀତ କି ଜାଡ଼ ନାହିଁ। କୋରାପୁଟ, କନ୍ଧମାଳ, ମୟୂରଭଂଜ ଓ ସୁନ୍ଦରଗଡ଼ ଜିଲ୍ଲାର କିଛି ସ୍ଥାନରେ ସାମାନ୍ୟ ଥଣ୍ଡା ଅନୁଭୂତ ହେଉଥିବା ବେଳେ ରାଜ୍ୟରେ ବର୍ତ୍ତମାନ ଶୀତ ଗାୟବ ହୋଇଯାଇଛି କହିଲେ ଅତ୍ୟୁକ୍ତି ହେବ ନାହିଁ। ଆସନ୍ତାକାଲି ଠାରୁ ଆଉ ଶୀତ ଅନୁଭୂତ ହେବ ନାହିଁ। ଶୀତର ସ୍ଥାନ ନେବ ଟାଇଁଟାଇଁ ଖରା। ସପ୍ତାହେ ଯାଏ ଗରମର ଅନୁଭୂତି ସହ ଖରାରୁ ତ୍ରାହି […]Continue Reading