ଭୁବନେଶ୍ୱର,୧୫/୧: ରାଜ୍ୟରେ ରାତି ତାପମାତ୍ରା ବା ସର୍ବନିମ୍ନ ତାପମାତ୍ରା ସାମାନ୍ୟ ବୃଦ୍ଧି ପାଇଛି। ମଙ୍ଗଳବାର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ମିଳିଥିବା ତଥ୍ୟ ଅନୁଯାୟୀ, ସର୍ବାଧିକ ତାପମାତ୍ରା ପାରଳାଖେମୁଣ୍ଡିରେ ୩୦.୫ ଡିଗ୍ରୀ ଏବଂ ସର୍ବନିମ୍ନ ତାପମାତ୍ରା ଫୁଲବାଣୀରେ ୧୧.୫ ଡିଗ୍ରୀ ସେଲସିୟସ୍ ରେକର୍ଡ କରାଯାଇଛି।୧୭ ତାରିଖଠାରୁ ପରବର୍ତ୍ତୀ ୩ଦିନ ମଧ୍ୟରେ ତାପମାତ୍ରା ୨ରୁ ୩ ଡିଗ୍ରୀ ସେଲସିୟସ୍ ହ୍ରାସ ପାଇବା ନେଇ ପୂର୍ବାନୁମାନ Continue Reading
ଭୁବନେଶ୍ବର, ୨୦/୧: ଲଘୁଚାପ ପ୍ରଭାବ ଯୋଗୁଁ ଆଗାମୀ କିଛି ଦିନ ପର୍ୟ୍ୟନ୍ତ ରାଜ୍ୟର ତାପମାତ୍ରା ବିଶେଷ ହ୍ରାସ ହେବାର ସମ୍ଭାବନା ନାହିଁ। ଆସନ୍ତା ୪ଦିନ ମଧ୍ୟ ଏମିତି ସ୍ଥିତି ଜାରି ରହିବ। କିନ୍ତୁ ଗୁରୁଚାପ ପ୍ରଭାବରେ ଆସନ୍ତାକାଲିକୁ ମିଶାଇ ୨ ଦିନ ରାଜ୍ୟରେ ଘନ କୁହୁଡ଼ି ଦେଖାଯିବ ବୋଲି ଭୁବନେଶ୍ବର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ କୁହାଯାଇଛି। କୋରାପୁଟଠାରେ ଗତକାଲି ରାଜ୍ୟର ସର୍ବନିମ୍ନ ତାପମାତ୍ରା ୧୧ ଡିଗ୍ରି ରେକର୍ଡ ହୋଇଥିଲା। Continue Reading